ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

Published: Jun 15, 2023, 4:21 pm IST

ଭୁବନେଶ୍ବର: ନିଟ ପରୀକ୍ଷାରେ ଓଡିଶାରୁ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ, ଯେଉଁ ନିଟ ପରୀକ୍ଷାରେ ସଫଳତା ହାସଲ କରିଛନ୍ତି ସେମାନଙ୍କୁ ଅଭିନନ୍ଦନ। ସେମାନଙ୍କର ଭବିଷ୍ୟତ ନିଶ୍ଚିତ ଉଜ୍ଜଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ପରିପ୍ରେକ୍ଷୀରେ ଆଜି ସାଇ ଇଣ୍ଟରନ୍ୟାସନାଲ ସ୍କୁଲର କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଆର୍ଶିବାଦ ନେଇଥିଲେ।

Related posts