ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ସାରା ରାଜ୍ୟରେ ଚାଲିଥିବା ରଜ ପର୍ବ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।
ରଜ ପର୍ବ ଅବସରରେ ହାର୍ଦ୍ଦିକ ଶୁଭକାମନା । ଏହି ପବିତ୍ର ଅବସର ଆପଣଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଓ ସମୃଦ୍ଧି ଆଣି ଦେଉ। ଆପଣଙ୍କ ଜୀବନ ଆନନ୍ଦମୟ ହେଉ ।
— Narendra Modi (@narendramodi) June 15, 2023
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି; “ସମଗ୍ର ଓଡିଶାରେ ଚାଲିଥିବା ରଜ ଉତ୍ସବର ଶୁଭେଚ୍ଛା। ଏହି ଶୁଭ ଉତ୍ସବ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ଆଣିଦେଉ। ସମସ୍ତଙ୍କ ଜୀବନ ସୁଖମୟ ହେଉ।”