Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ହିଟ ୱେଭ ଜାରି: ୧୧.୩୦ ସୁଦ୍ଧା ରାଜଧାନୀର ତାପମାତ୍ରା ୪୧.୬ ଡ଼ିଗ୍ରୀ
ଆଜିର ଖବର

ରାଜ୍ୟରେ ହିଟ ୱେଭ ଜାରି: ୧୧.୩୦ ସୁଦ୍ଧା ରାଜଧାନୀର ତାପମାତ୍ରା ୪୧.୬ ଡ଼ିଗ୍ରୀ

June 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ମଧ୍ୟ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ୧୮ ତାରିଖ ଯାଏଁ ରାଜ୍ୟରେ ଏହି ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଗତକାଲି ଭଳି ଆଜି ମଧ୍ୟ ଝାରସୁଗୁଡାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବହା ଜାରି ରହିଛି। ଦିନ ୧୧.୩୦ ସୁଦ୍ଧା ଝାରସୁଗୁଡାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୪୩.୪ ଡ଼ିଗ୍ରୀରେ ପହଞ୍ଚିଛି। ସେହିଭଳି ଦ୍ଵିତୀୟ ସର୍ବାଧିକ ଉତ୍ତପ୍ତ ସହର ଭାବେ ସମ୍ବଲପୁରରେ ୪୨.୪ ଡ଼ିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ତା’ପଛକୁ ଭୁବନେଶ୍ଵରର ତାପମାତ୍ରା ୪୧.୬ ଡ଼ିଗ୍ରୀ ସେଲସିୟସରେ ପହଞ୍ଚିଛି। ଏହାପରେ ହୀରାକୁଦ: ୪୧.୬ ଡ଼ିଗ୍ରୀ, କେନ୍ଦୁଝର: ୩୯ ଡ଼ିଗ୍ରୀ, ଚାନ୍ଦବାଲି: ୩୮.୪ ଡ଼ିଗ୍ରୀ, ଗୋପାଳପୁର: ୩୭.୫ ଡ଼ିଗ୍ରୀ, ବାଲେଶ୍ୱର: ୩୬.୨ ଡ଼ିଗ୍ରୀ, ପୁରୀ: ୩୬ ଡ଼ିଗ୍ରୀ ଓ ପାରାଦୀପ: ୩୩.୬ ଡ଼ିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

ତେବେ ଆଜି ଆଜି ସକାଳ ୮ ଟା ୩୦ ସୁଦ୍ଧା ଝାରସୁଗୁଡାରେ ୩୮.୬ ଡ଼ିଗ୍ରୀ, ସମ୍ବଲପୁରରେ ୩୬.୪ ଡ଼ିଗ୍ରୀ, ହୀରାକୁଦରେ ୩୬ ଡ଼ିଗ୍ରୀ, କେନ୍ଦୁଝରରେ ୩୪.୮ ଡ଼ିଗ୍ରୀ, ଭୁବନେଶ୍ୱରରେ ୩୪.୨ ଡ଼ିଗ୍ରୀ, ବାଲେଶ୍ୱରରେ ୩୪ ଡ଼ିଗ୍ରୀ, ଚାନ୍ଦବାଲିରେ ୩୩.୬ ଡ଼ିଗ୍ରୀ, ଗୋପାଳପୁରରେ ୩୩.୨ ଡ଼ିଗ୍ରୀ, ପୁରୀରେ ୩୩ ଡ଼ିଗ୍ରୀ ଏବଂ ପାରାଦୀପରେ ୩୨.୨ ଡ଼ିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି।

ଉଲ୍ଲେଖ ଥାଉ କି ଆଜି ଟ୍ଵିନ ସିଟିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବା ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି। ଏନେଇ ଦୁଇ ସହର ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ହିଟ ୱେଭ ୱାର୍ଣ୍ଣିଂ ଜାରି କରିଛି। ଛୋଟ ପିଲା, ରୋଗୀ, ବୟସ୍କମାନେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଆଜି ଟ୍ଵିନ ସିଟିରେ ଅନେକ ସ୍ଥାନରେ ସ୍ଵାଭାବିକ ତାପମାତ୍ରା ଠାରୁ ୪ରୁ ୫ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି।

ଝାରସୁଗୁଡା ଭୁବନେଶ୍ଵର
Share. Facebook Twitter LinkedIn Email WhatsApp Copy Link

Related Posts

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026
Latest News

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026

ନିମାପଡାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ ମୁଖ୍ୟମନ୍ତ୍ରୀ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.