Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆହୁରି ୩ ଦିନ ପର୍ଯ୍ୟନ୍ତ ଝାଡିବ ତାତି, ଏହାପରେ ହ୍ରାସ ପାଇବ ତାପମାତ୍ରା
ଆଜିର ଖବର

ଆହୁରି ୩ ଦିନ ପର୍ଯ୍ୟନ୍ତ ଝାଡିବ ତାତି, ଏହାପରେ ହ୍ରାସ ପାଇବ ତାପମାତ୍ରା

June 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆହୁରି ୩ ଦିନ ପର୍ଯ୍ୟନ୍ତ ଝାଡିବ ତାତି, ଏହାପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ସହରରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇବ ବୋଲି ଆଶା କରାଯାଉଛି। ତେବେ ପାଣିପାଗ ବିଭାଗ ଅନୁସାରେ ଆଗାମୀ ୩ ଦିନ ଯାଏଁ ଦିନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ବେଳେ ପରବର୍ତୀ ୨ ଦିନରେ ୩ ରୁ ୫ ଡ଼ିଗ୍ରୀ ଯାଏଁ ତାପମାତ୍ରା କମିବ ବୋଲି କୁହାଯାଇଛି।

ଆଜି ସକାଳ ୮.୩୦ ସୁଦ୍ଧା ରେକର୍ଡ ତାପମାତ୍ରା ଝାରସୁଗୁଡା:୩୭.୪ ଡ଼ିଗ୍ରୀ ସମ୍ବଲପୁର:୩୬.୪ ଡ଼ିଗ୍ରୀ ହୀରାକୁଦ:୩୫.୬ ଡ଼ିଗ୍ରୀ ଚାନ୍ଦବାଲି: ୩୩.୮ ଡ଼ିଗ୍ରୀ ଭୁବନେଶ୍ୱର:୩୩.୨ ଡ଼ିଗ୍ରୀ ପୁରୀ: ୩୨.୬ ଡ଼ିଗ୍ରୀ ବାଲେଶ୍ୱର: ୩୨.୨ ଡ଼ିଗ୍ରୀ ଗୋପାଳପୁର: ୩୨ ଡ଼ିଗ୍ରୀ କେନ୍ଦୁଝର: ୩୨ ଡ଼ିଗ୍ରୀ ପାରାଦୀପ:୩୧.୮ ଡ଼ିଗ୍ରୀ

temp ତାପମାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026
Latest News

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.