Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୀ-ସାର୍ଥକରେ ସିଧା ପ୍ରସାରଣ ହେବ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା
ଆଜିର ଖବର

ଜୀ-ସାର୍ଥକରେ ସିଧା ପ୍ରସାରଣ ହେବ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା

June 19, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଜୀ-ସାର୍ଥକରେ ଦେଖନ୍ତୁ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣ ଆସନ୍ତା ଜୁନ୍ ୨୦ତାରିଖ ସକାଳ ୬ଟା ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ। କେବଳ ରଥଯାତ୍ରା ନୁହେଁ ବରଂ ୨୮ ତାରିଖରେ ବାହୁଡା ଯାତ୍ରା ସକାଳ ୬ଟା ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ, ୨୯ ତାରିଖରେ ସୁନାବେଶ ଯାହା ଦିନ ୨ଟା ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଓ ନୀଳାଦ୍ରୀ ବିଜେ ରାତି ୧୦:୩୦ ରୁ ମଧ୍ୟ ସିଧା ପ୍ରାସାରଣ ହେବ କେବଳ ଜୀ-ସାର୍ଥକରେ। ସବୁ ବର୍ଷପରି ଏ ବର୍ଷ ମଧ୍ୟ ରଥଯାତ୍ରାର ସମ୍ପୂର୍ଣ ଧାରାବିବରଣୀ ସହିତ, ଭକ୍ତିପୂର୍ଣ ଭଜନ ଓ ସମସ୍ତ ରୀତିନୀତିର ପ୍ରକୃତ ଅର୍ଥ ଆପଣ ପାଇବେ କେବଳ ଜୀ-ସାର୍ଥକରେ।

ଏଥର ଉପସ୍ଥାପିକା ଭାବରେ ଲୋକପ୍ରିୟ ଓଡିଆ ଚଳଚ୍ଚିତ୍ର ଅଭିନେତ୍ରୀ ନୈନା ଦାସ ଥିବା ବେଳେ ଓଡ଼ିଶାର ସୁନାମଧନ୍ୟ ଗାୟକ ଓ ଗାୟିକା ଭଜନ ପରିବେଷଣ କରିବେ ଯେଉଁ ମାନଙ୍କ ମଧ୍ୟରେ ଅଛନ୍ତି ମନ୍ମଥ ମିଶ୍ର, ସୁବାସ ଦାସ, ଶରତ ନାୟକ, ଦିପ୍ତୀରେଖା ପାଢୀ, ଅସୀମା ପଣ୍ଡା, ବିଷ୍ଣୁମୋହନ କବି, କୁଲଦୀପ ପଟ୍ଟନାୟକ ଓ ବସନ୍ତ ପାତ୍ର। ପ୍ରବଚକ ମଧ୍ୟ ଅବିରତ ଧାରାବିବରଣୀ ଜାରି ରଖିବେ ଯେଉଁମାନଙ୍କ ମଧ୍ୟରେ ଅଛନ୍ତି ଗୁରୁପ୍ରସାଦ ମହାପତ୍ର, ସୁର୍ଯ୍ୟ ନାରାୟଣ ରଥଶର୍ମା, ଶାଶ୍ଵତୀ ସୌମ୍ୟା ମିଶ୍ର ଓ ପାର୍ଥସାରଥୀ ମହାନ୍ତି।

ଏହି କାର୍ଯକ୍ରମ ସମ୍ପର୍କରେ ଜୀ-ସାର୍ଥକର ଚିଫ କ୍ଲଷ୍ଟର ହେଡ୍ ସମ୍ରାଟ ଘୋଷ ଏବଂ ଚ୍ୟାନେଲ ହେଡ୍ ପ୍ରତୀକ ସିଲ କହିଛନ୍ତି ଯେ ଓଡ଼ିଶାର କଳା, ସଂସ୍କୃତି ଓ ପରମ୍ପରାକୁ ନେଇ ଆଗେଇଥିବା ଲୋକପ୍ରିୟ ଓଡିଆ ମନୋରଂଜନ ଚ୍ଯାନେଲ ଜୀ-ସାର୍ଥକ ସର୍ବଦା ରାଜ୍ୟର ଗଣପର୍ବକୁ ପ୍ରାଧାନ୍ୟ ଦେଇଥାଏ। ଏହି ପରିପ୍ରେକ୍ଷିରେ ଆମେ ଆମ ଦର୍ଶକଙ୍କ ପାଇଁ ରଥଯାତ୍ରାର ସିଧା ପ୍ରସାରଣ ସହିତ ଉଚ୍ଚକୋଟିର ଧାରାବିବରଣୀ ଓ ଭଜନର ଆୟୋଜନ କରିଛୁ। ଆଶା କରୁଛୁ ସବୁ ବର୍ଷପରି ଏହି ବର୍ଷ ମଧ୍ୟ ଆମକୁ ଭଲପାଉଥିବା ଆମର ଅଗଣିତ ଦର୍ଶକ ରଥଯାତ୍ରା ପାଇଁ ଆମ ସହ ଯୋଡ଼ି ହୋଇ ରହିବେ।

ଜୀ ସାର୍ଥକ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସିଧା ପ୍ରସାରଣ
Share. Facebook Twitter LinkedIn Email WhatsApp Copy Link

Related Posts

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026
Latest News

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.