Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଥରେ ପ୍ରଭୃଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରଥ ଦଉଡିକୁ କଲେ ସ୍ପର୍ଶ
ଆଜିର ଖବର

ରଥରେ ପ୍ରଭୃଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରଥ ଦଉଡିକୁ କଲେ ସ୍ପର୍ଶ

June 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
naveen
ରଥରେ ପ୍ରଭୃଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରଥ ଦଉଡିକୁ କଲେ ସ୍ପର୍ଶ

ପୁରୀ: ଆଜି ପବିତ୍ର ରଥଯାତ୍ରା ଉପଲକ୍ଷେ ଲକ୍ଷଲକ୍ଷ ଭକ୍ତଙ୍କର ଶ୍ରୀକ୍ଷେତ୍ର ପୁରୀ ସମାଗମ ହୋଇଥିଲା। ପ୍ରଭୃଙ୍କୁ ରଥ ଉପରେ ଦର୍ଶନ କରିବା ପାଇଁ ବହୁ ଦୂରଦୂରାନ୍ତରୁ ଭକ୍ତମାନେ ପୁରୀକୁ ଛୁଟି ଆସିଥିଲେଷ ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ତିନିଠାକୁରଙ୍କୁ ଦର୍ଶନ କରିବା ପାଇଁ ପୁରୀ ଯାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସେଠାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା। ମୁଖ୍ୟମନ୍ତ୍ରୀ ଦୂରରେ ରହି ଜଗନ୍ନାଥ ଦର୍ଶନ କରିଥିଲେ। ସେହିପରେ ସେ ନନ୍ଦିଘୋଷ ରଥର ଦଉଡି ସ୍ପର୍ଶ କରିବା ସହିତ ସେଠାରେ ମୁଣ୍ଡିଆ ମାରିଥିଲେ। ସାଥୀରେ ଥିଲେ 5ଟି ସଚିବ ଭି କେ ପାଣ୍ଡିଆନ। ସେଠାରେ ମୁଖ୍ୟମନ୍ତ୍ରୀ ଓଡିଶା ରିଭ୍ୟୁ ଏବଂ ଉତ୍କଳ ପ୍ରସଂଗର ରଥଯାତ୍ରା ବିଶେଷାଙ୍କ ଲୋକାର୍ପଣ କରିଥିଲେ।

RATHAJATRA rathyatra RathYatra2023 ରଥଯାତ୍ରା ରଥଯାତ୍ରାରେ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପଖାଳ ଦିବସ ଅବସରରେ ଓଡ଼ିଆ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 20, 2026

ପୁଣି ଥରେ ସୁନା ଏବଂ ରୂପା ମୂଲ୍ୟରେ ବୃଦ୍ଧି: ଜାଣନ୍ତୁ ଆଜିର ଦର

March 20, 2026

କେରଳରେ କେତେ ଆସନ ଜିତିବ ବିଜେପି?: ଆଶ୍ଚର୍ଯ୍ୟ ହେବେ ଶଶି ଥରୁରଙ୍କ ଉତ୍ତର ଶୁଣି

March 20, 2026

ଦ୍ୱିତୀୟ ଦିନ ସକାଳ ୧୦ଟା ସୁଦ୍ଧା ସମସ୍ତ ରେକର୍ଡ ଭାଙ୍ଗିଲା ‘ଧୁରନ୍ଧର ୨’: ଅତିକ୍ରମ କଲା ୧୫୦ କୋଟି

March 20, 2026
Latest News

ପଖାଳ ଦିବସ ଅବସରରେ ଓଡ଼ିଆ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 20, 2026

ପୁଣି ଥରେ ସୁନା ଏବଂ ରୂପା ମୂଲ୍ୟରେ ବୃଦ୍ଧି: ଜାଣନ୍ତୁ ଆଜିର ଦର

March 20, 2026

କେରଳରେ କେତେ ଆସନ ଜିତିବ ବିଜେପି?: ଆଶ୍ଚର୍ଯ୍ୟ ହେବେ ଶଶି ଥରୁରଙ୍କ ଉତ୍ତର ଶୁଣି

March 20, 2026

ଦ୍ୱିତୀୟ ଦିନ ସକାଳ ୧୦ଟା ସୁଦ୍ଧା ସମସ୍ତ ରେକର୍ଡ ଭାଙ୍ଗିଲା ‘ଧୁରନ୍ଧର ୨’: ଅତିକ୍ରମ କଲା ୧୫୦ କୋଟି

March 20, 2026

ଏବେ ଇଣ୍ଟରନେଟ୍ ବନ୍ଦ କରିବ ଇରାନ?: ବିପଦରେ ଭାରତ ସମେତ ଏହି ଦେଶଗୁଡ଼ିକର ନେଟୱାର୍କ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.