Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା
ଆଜିର ଖବର

ଆସନ୍ତାକାଲି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା

June 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସନ୍ତାକାଲି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ୍ ପ୍ରକାଶ ନଡ୍ଡା। ୨୨ତାରିଖ ଅପରାହ୍ନ ୪ଟାରେ ଶ୍ରୀ ନଡ୍ଡା ଝାରସୁଗୁଡା ବିମାନ ବନ୍ଦରରେ ପହଂଚିବା ପରେ ଝାରସୁଗୁଡା ଜିଲ୍ଲା କାର୍ଯ୍ୟାଳୟକୁ ସିଧାସଳଖ ଗସ୍ତ କରି ବରଗଡ ଲୋକସଭା କ୍ଷେତ୍ରରେ ପ୍ରମୁଖ କାର୍ଯ୍ୟକର୍ତାଙ୍କ ସହ ବୈଠକ ଓ ଆଲୋଚନା କରିବେ। ଶ୍ରୀ ନଡ୍ଡା ବୁର୍ଲାସ୍ଥିତ ଏମସିଏଲ ଗେଷ୍ଟହାଉସଠାରେ ରାତ୍ରିଯାପନ କରିବେ ବୋଲି ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

୨୩ ତାରିଖ ଦିନ ଶ୍ରୀ ନଡ୍ଡା ବୁର୍ଲାରୁ ବାହାରି ସିଧାସଳଖ ଭବାନିପାଟଣାଠାରେ ପହଂଚିବା ପରେ ଅଧିଷ୍ଟାତ୍ରୀ ଦେବୀ ମାଁ ମାଣିକେଶ୍ୱରୀଙ୍କୁ ଦର୍ଶନ କରି ଆଶୀର୍ବାଦ ନେବେ। ଏହା ପରେ ସ୍ଥାନୀୟ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ମୋଦି ସରକାରଙ୍କ ୯ ବର୍ଷ ପୂର୍ତୀ ଅବସରରେ ଅନୁଷ୍ଠିତ ମହାଜନସମ୍ପର୍କ ସମାବେଶରେ ଯୋଗ ଦେବେ। ଏହା ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡା ସ୍ଥାନୀୟ ଅଂଚଳର ବିଶିଷ୍ଟ ବ୍ୟକ୍ତି ଏବଂ କଳାହାଣ୍ଡି ଲୋକସଭା କ୍ଷେତ୍ରର ପ୍ରମୁଖ କାର୍ଯ୍ୟକର୍ତାଙ୍କ ସହ ବୈଠକ ଓ ଆଲୋଚନା କରିବେ। ଅପରାହ୍ନରେ ଶ୍ରୀ ନଡ୍ଡା ଝାରସୁଗୁଡା ଫେରି ଆସି ଦିଲ୍ଲୀ ପ୍ରତ୍ୟାବର୍ତନ କରିବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି।

ଓଡିଶା ଗସ୍ତ ଜେ ପି ନଡ୍ଡା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ଗୋପାଳପୁରରୁ ୨୫୦ କିମି ଦୂରରେ ଅବପାତ

September 22, 2026

ପାଣି ମେଟେକାରୁ ଜୀବିକା: ଆସାମର ମହିଳା ଏସଏଚଜିଙ୍କ ପାଇଁ ନୂଆ ରୋଜଗାର ସୁଯୋଗ

September 22, 2026

ବିଶ୍ୱ ବଜାରରେ ଆସାମ ଚା’ର ପ୍ରସିଦ୍ଧି ଏବଂ ସଫଳ ଯାତ୍ରା ଅନୁଧ୍ୟାନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 22, 2026

ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬

September 22, 2026
Latest News

ଆଜି ଏଏନ୍‌ଟିଏଫ୍ ମୁଖ୍ୟମାନଙ୍କ ୩ୟ ସମ୍ମିଳନୀ ଉଦ୍‌ଘାଟନ କରିବେ ଅମିତ ଶାହ

September 22, 2026

ଗୋପାଳପୁରରୁ ୨୫୦ କିମି ଦୂରରେ ଅବପାତ

September 22, 2026

UPI ଶୁଳ୍କକୁ ନେଇ ମୋବାଇଲ୍ ବ୍ୟବସାୟୀଙ୍କ ଚିନ୍ତା, ସରକାରଙ୍କୁ ଚିଠି ଲେଖିଲା AIMRA

September 22, 2026

ପାଣି ମେଟେକାରୁ ଜୀବିକା: ଆସାମର ମହିଳା ଏସଏଚଜିଙ୍କ ପାଇଁ ନୂଆ ରୋଜଗାର ସୁଯୋଗ

September 22, 2026

୨୦ ଅକ୍ଟୋବର ୨୦୨୬ରୁ ଭାରତ-ନ୍ୟୁଜିଲାଣ୍ଡ ମୁକ୍ତ ବାଣିଜ୍ୟ ଚୁକ୍ତି ଲାଗୁ

September 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.