Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଣ୍ଡିଚା ମନ୍ଦିର ନିକଟରେ ପହଚିଂଲା ୩ ରଥ: ରଥ ଟାଣିଲେ କେନ୍ଦ୍ର ମନ୍ତ୍ରୀ
ଆଜିର ଖବର

ଗୁଣ୍ଡିଚା ମନ୍ଦିର ନିକଟରେ ପହଚିଂଲା ୩ ରଥ: ରଥ ଟାଣିଲେ କେନ୍ଦ୍ର ମନ୍ତ୍ରୀ

June 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଓଡିଶାର ଦ୍ୱିତୀୟ ଶ୍ରୀ କ୍ଷେତ୍ର ଭାବେ ପରିଚିତ ରଣପୁର ରଥ ଯାତ୍ରାରେ ଗତକାଲି ବଳଭଦ୍ରଙ୍କ ତାଳଧ୍ୱଜ ଓ ସୁଭଦ୍ରାଙ୍କ ଦେବଦୋଳନ ଗୁଣ୍ଡିଚା ମନ୍ଦିର ନିକଟରେ ପହଚିଂଥିବା ବେଳେ ଆଜି ଜଗନ୍ନାଥଙ୍କ ନନ୍ଦିଘୋଷ ଗୁଣ୍ଡିଚା ମନ୍ଦିର ନିକଟରେ ପହଚିଂଥିଲା। ଗତକାଲି ସୁଭଦ୍ରାଙ୍କ ରଥ ମହିଳା ମାନେ ଟାଣି ଗୁଣ୍ଡିଚା ମନ୍ଦିର ନିକଟରେ ପହଚାଂଇଥିଲେ। ଆଜି ରଥ ଯାତ୍ରା ରେ କେନ୍ଦ୍ର ମନ୍ତ୍ରୀ ରସନା ଜଗ୍‌ଦିଶ ଜଗନ୍ନାଥ କୁ ଦର୍ଶନ କରିବା ସହ ରଥ ଟାଣିବା ଦେଖାଦେଇଥିଲା। ତାଙ୍କ ସହ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସଂବିତ ପାତ୍ର ଓ ପୂର୍ବତନ ମନ୍ତ୍ରୀ ସୁରମା ପାଢୀ ରଥ ଟାଣିଥିଲେ।

ଆଜି ଅପରାହ୍ନ ୪ ଟାରେ ଜଗନ୍ନାଥ ଙ୍କ ରଥ ଟଣାଯାଇଥିଲା। କିନ୍ତୁ ଜଗନ୍ନାଥ ଙ୍କ ନନ୍ଦିଘୋଷ ରଥ ବହୁ ଧିର ମନ୍ତର ଗତିରେ ଚାଲିଥିଲା। ଯାହାଫଳରେ ସନ୍ଧ୍ୟା ୬.୪୫ ସମୟରେ ଗୁଣ୍ଡିଚା ମନ୍ଦିର ନିକଟରେ ପହଚିଂଥିଲା। ୩ ରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଚିଂବା ପରେ ତିନି ଠାକୁରଙ୍କୁ ଆଡପମଣ୍ଡପକୁ ବିଜେ କରିବେ।

ଆଜି ଠାରୁ ଭକ୍ତ ମାନେ ୩ ଠାକୁରଙ୍କୁ ଆଡପ ମଣ୍ଡପରେ ଦର୍ଶନ କରିବା ସହ ଆଡପ ଅଭଡା ପାଇ ପାରିବେ ବୋଲି ପ୍ରଶାସନ ଠାରୁ ଜଣାଯାଇଛି। ଆଜି ରଥ ଟଣାରେ ସ୍ଥାନୀୟ ବିଧାୟକ ସତ୍ୟନାରାୟଣ ପ୍ରଧାନ ,ପୂର୍ବତନ ବିଧାୟକ ରବିନାରାୟଣ ମହାପତ୍ର , ତହସିଲଦାର ଇପସିତ ସାହୁ ,ଏନଏସି ଅଧକ୍ଷା ରଙ୍ଗିନ ମହାନ୍ତି, ସିଧାର୍ଥ ପଣ୍ଡା,ପୋଲିସ ପକ୍ଷରୁ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା, ଆଇଆଇସି ନିହାର ରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

ଦ୍ୱିତୀୟ ଶ୍ରୀ କ୍ଷେତ୍ର ରଣପୁର ରଥ ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.