Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ଛେଚିଲା ବର୍ଷା, ରାସ୍ତାରେ ଆଣ୍ଠୁଏ ପାଣି
ଆଜିର ଖବର

ଭୁବନେଶ୍ବରରେ ଛେଚିଲା ବର୍ଷା, ରାସ୍ତାରେ ଆଣ୍ଠୁଏ ପାଣି

June 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତା ୩ ଯାଏଁ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା: ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ଦୀର୍ଘଦିନ ଧରି ତତଲା କଡେଇରେ ଭାଜି ହେଉଥିବା ଭୁବନେଶ୍ବରବାସୀ ଆଜି ସେଥିରୁ ତ୍ରାହୀ ପାଇଛନ୍ତି। ଆଜି ବହୁଦିନ ପରେ ରାଜଧାନୀରେ ପ୍ରବଳ ବର୍ଷା ହୋଇଛି। ମୁଖ୍ୟତଃ ପୁରୁଣା ଭୁବନେଶ୍ବର, ଏୟାରପୋର୍ଟ ଅଞ୍ଚଳ, ଖଣ୍ଡଗିରି, ନୟାପଲ୍ଲୀ ଅଞ୍ଚଳରେ ବର୍ଷା ଏପରି ହୋଇଛି ଯେ, ରାସ୍ତାରେ ଆଣ୍ଠୁଏ ପାଣି। କିଛି ସମୟ ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିଲା।

ନୟାପଲ୍ଲୀ ଅଞ୍ଚଳରେ ଗାଡିମୋଟର ପାଣିରେ ବୁଡି ରହିଥିବାର ପରିଲକ୍ଷିତ ହୋଇଥିଲା।
ପାଣିପାଗ ବିଭାଗ ସୂଚନା ଅନୁସାରେ ଆଜି ଭୁବନେଶ୍ବରରେ ଦିନ ୨ଟା ୩୦ ସୁଦ୍ଧା ୯୦.୪ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।
ଭୁବନେଶ୍ବର ଭୁବନେଶ୍ବରରେ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ତୁର୍କୀରୁ କୁଖ୍ୟାତ ନିଶା ମାଫିଆର ସଫଳ ପ୍ରତ୍ୟାର୍ପଣ ଲାଗି ସମସ୍ତ ସମ୍ପୃକ୍ତ ଏଜେନ୍ସିକୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଭିନନ୍ଦନ

October 4, 2026
Latest News

ଶଶି ଥରୁରଙ୍କୁ ପୁଣି ମିଳିଲା ବୈଦେଶିକ ବ୍ୟାପାର ଦାୟିତ୍ୱ

October 4, 2026

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ଫୋପାଡ଼ନ୍ତୁ ନାହିଁ ଅଣ୍ଡା ସିଝା ପାଣି : ଗଛ ପାଇଁ ଏହା ବେଷ୍ଟ ‘ଅର୍ଗାନିକ୍ ସାର’

October 4, 2026

ଭଙ୍ଗା ସ୍କ୍ରିନ୍‌ଗାର୍ଡ଼ ବ୍ୟବହାର କରୁଛନ୍ତି କି? ଜାଣନ୍ତୁ କେତେ ଭୟଙ୍କର ହୋଇପାରେ ଏହି ଅଭ୍ୟାସ

October 4, 2026

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.