Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୱେଷ୍ଟଇଣ୍ଡିଜ୍ ଗସ୍ତ ପାଇଁ ଘୋଷଣା ହେଲା ଟିମ ଇଣ୍ଡିଆ, ଦେଖନ୍ତୁ କେଉଁ ଖେଳାଳି ପାଇଲେ ସ୍ଥାନ?
ଆଜିର ଖବର

ୱେଷ୍ଟଇଣ୍ଡିଜ୍ ଗସ୍ତ ପାଇଁ ଘୋଷଣା ହେଲା ଟିମ ଇଣ୍ଡିଆ, ଦେଖନ୍ତୁ କେଉଁ ଖେଳାଳି ପାଇଲେ ସ୍ଥାନ?

June 23, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଟେଷ୍ଟ, ଦିନିକିଆ ଏବଂ ଟି -୨୦ ସିରିଜ୍ ଖେଳାଯିବ। ଏଥିପାଇଁ ବିସିସିଆଇ ଟିମ୍ ଇଣ୍ଡିଆ ଘୋଷଣା କରିଛି। ରୋହିତ ଶର୍ମା ଦିନିକିଆ ଏବଂ ଟେଷ୍ଟ ଫର୍ମାଟରେ ଭାରତୀୟ ଦଳର ଅଧିନାୟକ ହେବେ। ୱେଷ୍ଟଇଣ୍ଡିଜ୍ ଯାତ୍ରା ପାଇଁ ଟିମ୍ ଇଣ୍ଡିଆ ଏକ ସନ୍ତୁଳିତ ଦଳ ବାଛିଛି। ଏଥିରେ ଅଭିଜ୍ଞ ଖେଳାଳିଙ୍କ ସହ ଯୁବ ଖେଳାଳିଙ୍କୁ ମଧ୍ୟ ଏକ ସୁଯୋଗ ଦିଆଯାଇଛି।

ଭାରତୀୟ ଦଳ ରିତୁରାଜ ଗାଇକ୍ଵାଡଙ୍କୁ ଉଭୟ ଟେଷ୍ଟ ଏବଂ ଦିନିକିଆ ଦଳରେ ସାମିଲ କରିଛି। ଉପ-ଅଧିନାୟକ ଭାବରେ ଅଜିଙ୍କ୍ୟ ରାହାଣେଙ୍କୁ ଦଳରେ ସୁଯୋଗ ଦିଆଯାଇଛି। ଦଳ ପୁଣି ଥରେ କେ.ଏସ୍ ଭରତଙ୍କ ଉପରେ ବିଶ୍ୱାସ ରଖିଛି। ଯଶସ୍ୱୀ ଜୟସ୍ଵାଲ ମଧ୍ୟ ଦଳରେ ସ୍ଥାନ ପାଇଛନ୍ତି। ମୁକେଶ କୁମାର, ଜୟଦେବ ଉନାଦକଟ, ନବଦୀପ ସାଇନି ଏବଂ ଇଶାନ କିଶନଙ୍କୁ ସୁଯୋଗ ଦିଆଯାଇଛି। କିଶାନ ଏପର୍ଯ୍ୟନ୍ତ ତାଙ୍କର ଟେଷ୍ଟ ଡେବ୍ୟୁ କରିନାହାଁନ୍ତି। ଉଭୟ ଦିନିକିଆ ଏବଂ ଟେଷ୍ଟ ଦଳରେ ଇଶାନଙ୍କୁ ଚୟନ କରାଯାଇଛି। ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଟେଷ୍ଟ ଦଳରେ ସାମିଲ କରାଯାଇଛି।

ଟିମ୍ ଇଣ୍ଡିଆର ବରିଷ୍ଠ ଖେଳାଳି ଚେତେଶ୍ୱର ପୂଜାରାଙ୍କୁ ବାଦ ଦିଆଯାଇଛି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲରେ ପୂଜାରା କିଛି ବିଶେଷ କରିପାରିନଥିଲେ। ବ୍ୟାଟିଂ ସମୟରେ ତାଙ୍କୁ ବହୁତ ସଂଘର୍ଷ କରୁଥିବା ଦେଖିବାକୁ ମିଳିଥିଲା।

ଟେଷ୍ଟ ଦଳ: ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ରିତୁରାଜ ଗାଇକ୍ଵାଡ, ବିରାଟ କୋହଲି, ଯଶସ୍ୱୀ ଜୟସ୍ଵାଲ, ଅଜିଙ୍କ୍ୟ ରାହାନେ (ଉପ-ଅଧିନାୟକ), କେ.ଏସ୍ ଭରତ (ୱିକେଟ୍ କିପର), ଇଶାନ୍ କିଶାନ୍ (ୱିକେଟ୍ କିପର), ଆର ଅଶ୍ୱିନ୍, ରବିନ୍ଦ୍ର ଜାଡେଜା, ଶାର୍ଦ୍ଦୁଳ ଠାକୁର, ଅକ୍ସର ପଟେଲ, ମହମ୍ମଦ ସିରାଜ, ମୁକେଶ କୁମାର, ଜୟଦେବ ଉନାଦକଟ, ନବଦୀପ ସାଇନି।

ଦିନିକିଆ ଦଳ: ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ରିତୁରାଜ ଗାଇକ୍ଵାଡ, ବିରାଟ କୋହଲି, ସୂର୍ଯ୍ୟ କୁମାର ଯାଦବ, ସଞ୍ଜୁ ସାମସନ (ୱିକେଟ୍ କିପର), ଇଶାନ କିଶନ (ୱିକେଟ୍ କିପର), ହାର୍ଦ୍ଦିକ ପାଣ୍ଡ୍ୟା (ଉପ-ଅଧିନାୟକ) ଶାର୍ଦ୍ଦୁଲ ଠାକୁର, ରବିନ୍ଦ୍ର ଜାଡେଜା, ଅକ୍ସର ପଟେଲ, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ଜୟଦେବ ଉନାଦକଟ, ମହମ୍ମଦ ସିରାଜ, ଉମ୍ରାନ ମଲିକ, ମୁକେଶ କୁମାର।

ଟି-୨୦ ସିରିଜ୍ ଟିମ ଇଣ୍ଡିଆ ଟେଷ୍ଟ ଦିନିକିଆ ବିସିସିଆଇ ୱେଷ୍ଟଇଣ୍ଡିଜ୍ ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026
Latest News

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026

ଖୋରଧା ବ୍ଲକ୍ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.