Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଚାର୍ଯ୍ୟ ଚାଣକ୍ୟଙ୍କ ମତରେ ଏହି ପାଞ୍ଚୋଟି କଥା ଉପରେ ସବୁବେଳେ ରୁହନ୍ତୁ ସାବଧାନ
ଆଜିର ଖବର

ଆଚାର୍ଯ୍ୟ ଚାଣକ୍ୟଙ୍କ ମତରେ ଏହି ପାଞ୍ଚୋଟି କଥା ଉପରେ ସବୁବେଳେ ରୁହନ୍ତୁ ସାବଧାନ

June 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ମଣିଷ କିପରି ସୁଖରେ ରହିବ  ସେଥିପାଇଁ ସେ ପାଞ୍ଚୋଟି ଉପାୟ ଉଲ୍ଲେଖ କରିଛନ୍ତି। ଏଥିରେ ସାବଧାନ ରହିବା ସହିତ ଶିଷ୍ଟାଚାର ମଧ୍ୟ ଜଡିତ ରହିଛି। ଜାଣନ୍ତୁ ସେହି ପାଞ୍ଚୋଟି ଜିନିଷ କଣ?…

୧- ଜମି, ଘର, ଅସ୍ଥାବର ସଂପତ୍ତି କାରବାର ବେଳେ ସାବଧାନ ରହିବେ। ଲାଜ ନ କରି ଖୋଲାଖୋଲି ଭାବେ ଆଇନି ମୁତିବିକ କାମ କରନ୍ତୁ। ନଚେତ ପଛରେ ସାରା ଜୀବନ ପସ୍ତାଇବେ।

୨- ଟଙ୍କା କାରବାର କରିବା ବେଳେ ତାହା ଭଲ ଭାବରେ ଗଣତି କରି ନିଅନ୍ତୁ। ଲାଜରେ କିମ୍ବା ସମ୍ମାନ ଦେଖେଇ ହେବା ପାଇଁ ପକେଟରେ ଭର୍ତ୍ତି କରି ପଳାନ୍ତୁ ନାହିଁ। ପରେ ଭୁଲ ରହିଲେ ବନ୍ଧୁତା ମଧ୍ୟରେ ବିଭେଦ ସୃଷ୍ଟି ହେବା ନିଶ୍ଚିତ।

୩- ବିଦ୍ୟା ଅଧ୍ୟୟନ ସମୟରେ କୌଣସି ବିଷୟ ବୁଝି ନ ପାରିଲେ ତାହାକୁ ବାରମ୍ବାର ପଚାରି ବୁଝନ୍ତୁ। ଲାଜରେ ନ ପଚାରିଲେ ତାହା କାଳକାଳ ପାଇଁ ଅବୁଝା ରହିଯିବ।

୪- ଆହାର ସମୟରେ ଲାଜ ନ କରି ଖାଇବା ପାଇଁ ଇଚ୍ଛା ଥିଲେ ମାଗି ଖାଆନ୍ତୁ। ଖାଇବା ସମୟରେ ନିଜ ଋଚି ଅନୁସାରେ ଖାଦ୍ୟ ମାଗନ୍ତୁ। ଖାଇବାରେ ନିଶ୍ଚିତ ସୁଖ ମିଳିବ।

୫- ଲାଜ ନ କରି ସମାଜର ରୀତିନୀତି ଠିକ୍ ଭାବେ ପାଳନ କରନ୍ତୁ। ଅନେକ ଲାଜରେ ଗୁରୁଜନମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ କିମ୍ବା ନମସ୍କାର କରନ୍ତି ନାହିଁ। ଏପରି କଲେ ସମାଜରେ ଆପଣ ନିନ୍ଦିତ ହେବେ।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି ରୁହନ୍ତୁ ସାବଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଭରତପୁର-ଚନ୍ଦକା ରାସ୍ତାରେ ଦନ୍ତା ଆତଙ୍କ, ଆହତ ହାତୀକୁ ଘଉଡ଼ାଇବାକୁ ବନ ବିଭାଗର ଉଦ୍ୟମ

September 17, 2026

୨୦୨୬ ଏସୀୟ କ୍ରୀଡ଼ା: ସେମିଫାଇନାଲ୍ ରେ ପହଞ୍ଚିଲା ବାଂଲାଦେଶ ମହିଳା ଦଳ

September 17, 2026

ଆନ୍ତଃରାଜ୍ୟ ବାଇକ ଚୋର ଗିରଫ, ବାଇକ୍‌ ଓ ମୋବାଇଲ ଜବତ

September 17, 2026

ପୂଜା ପାଇଁ ଫୁଲ ତୋଳିବା ହେଲା କାଳ, ଛାତରୁ ପଡ଼ି ୧୪ ବର୍ଷୀୟ ନାବାଳକ ମୃତ

September 17, 2026
Latest News

ଭରତପୁର-ଚନ୍ଦକା ରାସ୍ତାରେ ଦନ୍ତା ଆତଙ୍କ, ଆହତ ହାତୀକୁ ଘଉଡ଼ାଇବାକୁ ବନ ବିଭାଗର ଉଦ୍ୟମ

September 17, 2026

୨୦୨୬ ଏସୀୟ କ୍ରୀଡ଼ା: ସେମିଫାଇନାଲ୍ ରେ ପହଞ୍ଚିଲା ବାଂଲାଦେଶ ମହିଳା ଦଳ

September 17, 2026

ଆନ୍ତଃରାଜ୍ୟ ବାଇକ ଚୋର ଗିରଫ, ବାଇକ୍‌ ଓ ମୋବାଇଲ ଜବତ

September 17, 2026

ପୂଜା ପାଇଁ ଫୁଲ ତୋଳିବା ହେଲା କାଳ, ଛାତରୁ ପଡ଼ି ୧୪ ବର୍ଷୀୟ ନାବାଳକ ମୃତ

September 17, 2026

ଦେବଗଡ଼ରେ ଚାଞ୍ଚଲ୍ୟ: ପ୍ରେମିକା ଘର ନିକଟରୁ ପ୍ରେମିକଙ୍କ ମୃତଦେହ ଉଦ୍ଧାର

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.