Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିରାକାରପୁରରୁ ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ: ଜଣେ ମହିଳା ଗିରଫ
ଆଜିର ଖବର

ନିରାକାରପୁରରୁ ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ: ଜଣେ ମହିଳା ଗିରଫ

June 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନିରାକାରପୁର: ଆଜି ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଥାନା ଅଞ୍ଚଳରୁ ଅବକାରୀ ବିଭାଗ ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ କରିଛି। ଏହା ସହ ଜଣେ ମହିଳାଙ୍କୁ ଗିରଫ କରାଯାଇଛି।

ଖବର ମୁତାବକ ନିରାକାରପୁର ଥାନା ଅନ୍ତର୍ଗତ ଭଗବତୀପଡ଼ା ଗ୍ରାମରେ ବ୍ରାଉନ ସୁଗାର କାରବାର ଚାଲିଥିବା ଖବର ପାଇ ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ ଚଢ଼ାଉ କରିଥିଲା। ଉକ୍ତ ଚଢ଼ାଉରେ ରେଣୁ ଉଦୟସିଂ (୪୫) ନାମ୍ନୀ ଜଣେ ମହିଳା ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ତାଙ୍କ ନିକଟରୁ ୪୦ ଗ୍ରାମ ବ୍ରାଉନ ସୁଗାର (ଆନୁମାନିକ ମୂଲ୍ୟ ୪ ଲକ୍ଷ) ଅବକାରୀ ବିଭାଗ ଜବତ କରିଛି।

ଅବକାରୀ ବିଭାଗ ନିରାକାରପୁର ଥାନା ବ୍ରାଉନ ସୁଗାର ଜବତ ମହିଳା ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋପାଳପୁରରୁ ୨୫୦ କିମି ଦୂରରେ ଅବପାତ

September 22, 2026

ପାଣି ମେଟେକାରୁ ଜୀବିକା: ଆସାମର ମହିଳା ଏସଏଚଜିଙ୍କ ପାଇଁ ନୂଆ ରୋଜଗାର ସୁଯୋଗ

September 22, 2026

ଲାଞ୍ଚ ଅଭିଯୋଗରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ: କୃଷିମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମାର୍କେଟିଂ ଅଧିକାରୀ ନିଲମ୍ବିତ

September 22, 2026

ବିଶ୍ୱ ବଜାରରେ ଆସାମ ଚା’ର ପ୍ରସିଦ୍ଧି ଏବଂ ସଫଳ ଯାତ୍ରା ଅନୁଧ୍ୟାନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 22, 2026
Latest News

ଆଜି ଏଏନ୍‌ଟିଏଫ୍ ମୁଖ୍ୟମାନଙ୍କ ୩ୟ ସମ୍ମିଳନୀ ଉଦ୍‌ଘାଟନ କରିବେ ଅମିତ ଶାହ

September 22, 2026

ଗୋପାଳପୁରରୁ ୨୫୦ କିମି ଦୂରରେ ଅବପାତ

September 22, 2026

UPI ଶୁଳ୍କକୁ ନେଇ ମୋବାଇଲ୍ ବ୍ୟବସାୟୀଙ୍କ ଚିନ୍ତା, ସରକାରଙ୍କୁ ଚିଠି ଲେଖିଲା AIMRA

September 22, 2026

ପାଣି ମେଟେକାରୁ ଜୀବିକା: ଆସାମର ମହିଳା ଏସଏଚଜିଙ୍କ ପାଇଁ ନୂଆ ରୋଜଗାର ସୁଯୋଗ

September 22, 2026

୨୦ ଅକ୍ଟୋବର ୨୦୨୬ରୁ ଭାରତ-ନ୍ୟୁଜିଲାଣ୍ଡ ମୁକ୍ତ ବାଣିଜ୍ୟ ଚୁକ୍ତି ଲାଗୁ

September 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.