Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ବଦେଶ ଫେରିଲେ ପ୍ରଧାନମନ୍ତ୍ରୀ, ବିମାନ ବନ୍ଦରରେ ନଡ୍ଡାଙ୍କୁ ପଚାରିଲେ ଭାରତରେ କଣ ଚାଲିଛି
ଆଜିର ଖବର

ସ୍ବଦେଶ ଫେରିଲେ ପ୍ରଧାନମନ୍ତ୍ରୀ, ବିମାନ ବନ୍ଦରରେ ନଡ୍ଡାଙ୍କୁ ପଚାରିଲେ ଭାରତରେ କଣ ଚାଲିଛି

June 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ସ୍ବଦେଶ ଫେରିଲେ ପ୍ରଧାନମନ୍ତ୍ରୀ, ବିମାନ ବନ୍ଦରରେ ନଡ୍ଡାଙ୍କୁ ପଚାରିଲେ ଭାରତରେ କଣ ଚାଲିଛି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୬ ଦିନିଆ ଆମେରିକା ଏବଂ ଇଜିପ୍ଟ ଗସ୍ତଶେଷ କରି ଭାରତ ଫେରିଛନ୍ତି। ଦିଲ୍ଲୀ ବିମାନବନ୍ଦରରେ ପିଏମ ମୋଦୀଙ୍କୁ ବୈଦେଶିକ ବ୍ୟାପାର ମନ୍ତ୍ରୀ ମୀନାକ୍ଷୀ ଲେଖୀ ଏବଂ ବିଜେପି ମୁଖ୍ୟ ଜେ ପି ନାଡା ସ୍ବାଗତ କରିଛନ୍ତି। ଏଥିରେ ଦିଲ୍ଲୀର ବିଜେପି ନେତା ତଥା ଦଳର ସାଂସଦ ହର୍ଷ ବର୍ଦ୍ଧନ, ହାନ୍ସ ରାଜ ଏବଂ ଗୌତମ ଗମ୍ଭୀର ମଧ୍ୟ ଉପସ୍ଥିତ ଥିଲେ।

ବିମାନ ବନ୍ଦରରେ ମୋଦି ସଭାପତି ନଡ୍ଡାଙ୍କୁ ପଚାରିଛନ୍ତି ଯେ, ଭାରତରେ ବର୍ତ୍ତମାନ କଣ ଚାଲିଛି। ଉତ୍ତରେ ନଡ୍ଡା କହିଥିଲେ ଯେ, ସରକାରର ନଅ ବର୍ଷର ରିପୋର୍ଟ କାର୍ଡ ଧରି ଦଳର ନେତାମାନେ ଲୋକଙ୍କ ନିକଟରେ ପହଞ୍ଚୁଛନ୍ତି। ଦେଶ ବେଶ୍ ଖୁସି ଅଛି ବୋଲି ପ୍ରଧାନମନ୍ତ୍ରୀଙ୍କୁ କୁହାଗଲା ବୋଲି ବିଜେପି ସାଂସଦ ମନୋଜ ତିୱାରୀ କହିଛନ୍ତି। ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା କରି ବିଜେପି ସାଂସଦ ପରଭେଶ ବର୍ମା କହିଛନ୍ତି ଯେ ଦେଶରେ କ’ଣ ଘଟୁଛି ଏବଂ ଦଳର ଜନସମ୍ପର୍କ କାର୍ଯ୍ୟକ୍ରମ କିପରି ଚାଲିଛି ବୋଲି ପ୍ରଧାନମନ୍ତ୍ରୀ ପଚାରିଥିଲେ। ତାଙ୍କୁ ଆମେ ଏ ବିଷୟରେ ସମସ୍ତ କଥା ଜଣାଇଥିଲୁ ବୋଲି ସେ କହିଛନ୍ତି।

narendra modi pmmodi ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026
Latest News

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.