Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜନ୍ମମାଟି ଢେଙ୍କାନାଳରେ ପହଞ୍ଚିଲା କଳ୍ପନାଙ୍କ ମରଶରୀର
ଆଜିର ଖବର

ଜନ୍ମମାଟି ଢେଙ୍କାନାଳରେ ପହଞ୍ଚିଲା କଳ୍ପନାଙ୍କ ମରଶରୀର

June 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
kalpana dash dead body
kalpana dash dead body

ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀର ତାଙ୍କ ଜନ୍ମମାଟି ଢେଙ୍କାନାଳରେ ପହଁଚିଛି। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଶେଷଦର୍ଶନ ପରେ କଳ୍ପନାଙ୍କ ମରଶରୀରକୁ ତାଙ୍କ ଜନ୍ମମାଟି ଢେଙ୍କାନାଳ କାଞ୍ଚନବଜାର କୁମ୍ଭାର ସାହିକୁ ନିଆଯାଇଥିଲା। ଏଠାରେ ଶେଷ ଦର୍ଶନ ପରେ ଅନ୍ତିମ ସଂସ୍କାର ପାଇଁ କଳ୍ପନାଙ୍କ ମରଶରୀର ସ୍ୱର୍ଗଦ୍ୱାରକୁ ନିଆଯିବ। ଗତ ଶୁକ୍ରବାରକାଲି ଏଭେରେଷ୍ଟରୁ ପର୍ବତ ଆରୋହଣକାରୀ କଳ୍ପନା ଦାଶଙ୍କ ମୃତଦେହ ଉଦ୍ଧାର କରାଯାଇ ବେସ କ୍ୟାମ୍ପକୁ ଅଣାଯାଇଥିଲା। ସେଠାରୁ କଳ୍ପନାଙ୍କ ମୃତଦେହ ହେଲିକେପ୍ଟର ଯୋଗେ ଲୁକଲା ପଠାଯାଇ ସରକାରୀ ବିଧି ପରେ ଆଜି କାଠମାଣ୍ଡୁରୁ ଓଡିଶା ଅଣାଯାଇଛି। କଳ୍ପନାଙ୍କ ମୃତଦେହ ଆଣିବା ପାଇଁ ଓଡିଶାରୁ ୩ଜଣିଆ ଟିମ୍ ପଠାଯାଇଥିଲା। ଏନେଇ ରାଜ୍ୟ କ୍ରୀଡା ବିଭାଗ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଓଡିଶାର ଏକମାତ୍ର ପର୍ବତ ଆରୋହଣକାରୀ କଳ୍ପନା ଦାଶଙ୍କ ଗୁରୁବାର ଦିନ ପରଲୋକ ଘଟିଥିଲା। ୫୨ ବର୍ଷ ବୟସରେ ସେ ଏଭରେଷ୍ଟରୁ ଓହ୍ଲାଇବା ବେଳେ ତାଙ୍କର ମୃତ୍ୟୁ ହୋଇଥିଲା। ଢେଙ୍କାନାଳର କାଞ୍ଚନ ବଜାରର କୁମ୍ପାର ସାହିରେ ସେ ଜନ୍ମ ଗ୍ରହଣ କରିଥିଲେ। ସେ ପେଶାରେ ଜଣେ ଓକିଲ ମଧ୍ୟ ଥିଲେ। ସେ ୨୦୦୮ ମେ ୨୧ରେ ଏଭରେଷ୍ଟ ଆରୋହଣ କରିବାକୁ ସଫଳ ହୋଇଥିଲେ। ଏହା ପୂର୍ବରୁ ୨୦୦୪ ଏବଂ ୨୦୦୬ରେ ଚେଷ୍ଟା କରିଥିଲେ କିନ୍ତୁ ପ୍ରତିକୂଳ ପାଗ ଏବଂ ଖରାପ ସ୍ୱାସ୍ଥ୍ୟବସ୍ଥା କାରଣରୁ ସେ ବିଫଳ ହୋଇଥିଲେ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ନଭେମ୍ବର ୬ ତାରିଖ ଗୁରୁବାରରେ ପାଞ୍ଚୋଟି ରାଶି ଉପରେ କୁବେର ଦେବ ଅଛନ୍ତି ସନ୍ତୁଷ୍ଟ

November 6, 2025

୧୦୦ ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ କାର୍ଯ୍ୟକ୍ରମ କରିବ ହକି ଇଣ୍ଡିଆ

November 5, 2025

କ୍ୟୁ.ଏସ୍ ଏସିଆ ବିଶ୍ୱବିଦ୍ୟାଳୟ ମାନ୍ୟତାରେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡ଼ିକର ସଂଖ୍ୟା ବୃଦ୍ଧି: ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

November 5, 2025

ମଣିପୁରରେ ଚାରି କୁକି ଉଗ୍ରବାଦୀ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 5, 2025
BJP Ads
Latest News

ଆଜି ନଭେମ୍ବର ୬ ତାରିଖ ଗୁରୁବାରରେ ପାଞ୍ଚୋଟି ରାଶି ଉପରେ କୁବେର ଦେବ ଅଛନ୍ତି ସନ୍ତୁଷ୍ଟ

November 6, 2025

୧୦୦ ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ କାର୍ଯ୍ୟକ୍ରମ କରିବ ହକି ଇଣ୍ଡିଆ

November 5, 2025

କ୍ୟୁ.ଏସ୍ ଏସିଆ ବିଶ୍ୱବିଦ୍ୟାଳୟ ମାନ୍ୟତାରେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡ଼ିକର ସଂଖ୍ୟା ବୃଦ୍ଧି: ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

November 5, 2025

ମଣିପୁରରେ ଚାରି କୁକି ଉଗ୍ରବାଦୀ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 5, 2025

ନୂଆପଡା ଉପନିର୍ବାଚନ: ବିଜେପି ବାଣ୍ଟିଲା ଶାଢ଼ୀ ଓ ଟଙ୍କା, ସିଇଓ ନିକଟରେ ଫେରାଦ୍ ହେଲା ରାଜ୍ୟ କଂଗ୍ରେସ 

November 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.