Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୮୪ ବିମାନ ବନ୍ଦରରେ ସମ୍ପୂର୍ଣ୍ଣ ଶରୀର ସ୍କାନର ବ୍ୟବସ୍ଥା ଲାଗୁ କରିବେ କେନ୍ଦ୍ର ସରକାର
ଆଜିର ଖବର

୮୪ ବିମାନ ବନ୍ଦରରେ ସମ୍ପୂର୍ଣ୍ଣ ଶରୀର ସ୍କାନର ବ୍ୟବସ୍ଥା ଲାଗୁ କରିବେ କେନ୍ଦ୍ର ସରକାର

June 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
full body scanners in airports
full body scanners in airports

୨୦୨୦ ସୁଦ୍ଧା ଦେଶର ୮୪ଟି ବିମାନ ବନ୍ଦରରେ ସମ୍ପୂର୍ଣ୍ଣ ଶରୀର ସ୍କାନିଂ ବ୍ୟବସ୍ଥା ପରିଚାଳନା କରିବାର ଯୋଜନା ରଖିଛନ୍ତି କେନ୍ଦ୍ର ସରକାର। ବର୍ତ୍ତମାନ ଦେଶର ବିଭିନ୍ନ ବିମାନ ବନ୍ଦରରେ ମେଟାଲ ଡିଟେକ୍ଟର ଏବଂ ହାତର ସ୍କାନର ବ୍ୟବସ୍ଥା ରହିଥିବା ବେଳେ ୨୦୨୦ ସୁଦ୍ଧା ଏହି ବ୍ୟବସ୍ଥାକୁ ବଦଳାଇ ସମ୍ପୂର୍ଣ୍ଣ ଶରୀର ସ୍କାନର ବ୍ୟବସ୍ଥା ଲାଗୁ କରାଯିବ। ପୁରାତନ ସୁରକ୍ଷା ବ୍ୟବସ୍ଥା ଅନୁଯାୟୀ ନନ୍‌ ମେଟାଲିକ୍‌ ବିସ୍ଫୋରକ ପଦାର୍ଥ ଧରା ପଡୁ ନାହିଁ। ବିମାନ ଚଳାଚଳ ସୁରକ୍ଷା ପରିଷଦ (ବିସିଏଏସ୍‌) ପକ୍ଷରୁ ବସିଥିବା ସଚିବ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଦେଶରେ ସମୁଦାୟ ୧୦୫ ବିମାନ ବନ୍ଦର ରହିଥିବା ବେଳେ ୨୮ଟି ଅତ୍ୟନ୍ତ ସମ୍ବେଦନଶୀଳ ଏବଂ ୫୬ ସମ୍ବେଦନଶୀଳ ବିମାନବନ୍ଦରରେ ମାର୍ଚ୍ଚ ୨୦୨୦ ସୁଦ୍ଧା ଏବଂ ଅନ୍ୟାନ୍ୟ ସମସ୍ତ ବିମାନ ବନ୍ଦରରେ ମାର୍ଚ୍ଚ ୨୦୨୧ ସୁଦ୍ଧା ଏହି ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବ ବୋଲି ଜଣାପଡିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026
Latest News

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.