Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାହୁଡା ଯାତ୍ରାରେ ଘଟିଥିବା ଦୁର୍ଘଟଣାକୁ ନେଇ ଦୁଃଖପ୍ରକାଶ କଲେ ପ୍ରଧାନମନ୍ତ୍ରୀ: ସହାୟତା ରାଶି ଘୋଷଣା
ଆଜିର ଖବର

ବାହୁଡା ଯାତ୍ରାରେ ଘଟିଥିବା ଦୁର୍ଘଟଣାକୁ ନେଇ ଦୁଃଖପ୍ରକାଶ କଲେ ପ୍ରଧାନମନ୍ତ୍ରୀ: ସହାୟତା ରାଶି ଘୋଷଣା

June 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିପୁରାର କୁମାରଘାଟରେ ଉଲଟା ରଥଯାତ୍ରା ସମୟରେ ଘଟିଥିବା ଦୁର୍ଘଟଣାକୁ ନେଇ ଗଭୀର ଶୋକ ପ୍ରକଟ କରିଛନ୍ତି। ଶ୍ରୀ ମୋଦୀ ଦୁର୍ଘଟଣାରେ ପୀଡ଼ିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ଯେ:

‘‘କୁମାରଘାଟରେ ଘଟିଥିବା ଦୁର୍ଘଟଣା ଦୁଃଖଦାୟକ। ଏହି ଦୁର୍ଘଟଣାରେ ନିଜର ପ୍ରିୟଜନଙ୍କୁ ହରାଇଥିବା ଲୋକଙ୍କ ପ୍ରତି ସମବେଦନା ଜଣାଉଛି। ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରୁଛି। ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା ଯୋଗାଇ ଦେଉଛି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ’’।

‘‘ତ୍ରିପୁରାରେ ଘଟିଥିବା ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଯୋଗାଇ ଦିଆଯିବ ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କାର ସହାୟତା ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ’’

ତ୍ରିପୁରା ଦୁର୍ଘଟଣା ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.