Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ସିସିଟିଭି ନଜରରେ ରହିବ ନୟାଗଡ଼ ସହର: ଉଦ୍ଘାଟନ କଲେ ଜିଲ୍ଲାପାଳ
ଆଜିର ଖବର

ଏଣିକି ସିସିଟିଭି ନଜରରେ ରହିବ ନୟାଗଡ଼ ସହର: ଉଦ୍ଘାଟନ କଲେ ଜିଲ୍ଲାପାଳ

June 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୁଧାକର ମିଶ୍ର
ନୟାଗଡ: ଏଣିକି ସିସିଟିଭି ନଜରରେ ରହିବ ନୟାଗଡ଼ ସହର। ଦିନ ଦିହିପ୍ରହର ହେଉଥିବା ଚୋରି, ଗୁଣ୍ଡରାଜ ସାଙ୍ଗକୁ ନିଶା ମାଫିଆ, ଟ୍ରାଫିକ ବ୍ୟବସ୍ଥା ଏହି ସିସିଟିଭି ନଜରରେ ରହିବ।  ସହରରେ ଅପରାଧ କରି ପୋଲିସ ନଜରରୁ ଆଉ ଖସିପାରିବେନି ଅସାମାଜିକ ବ୍ୟକ୍ତି ଓ ଅପରାଧୀ।

ନୟାଗଡ ପୋଲିସ ପକ୍ଷରୁ ଆଜି ଉଦ୍ଘାଟିତ ହୋଇଛି ୨୪ ଘଣ୍ଟିଆ ସିସିଟିଭି କଣ୍ଟ୍ରୋଲରୁମ। ଏହାସହ ଏଡିପିଓଙ୍କ କାଯ୍ୟାଳୟ ନିକଟରେ ଏକ ପୋଲିସ ଅତିଥିଭବନର ମଧ୍ୟ ଉଦ୍ଘାଟନ କରାଯାଇଛି। ଉଦ୍ଘାଟନ ଉତ୍ସବରେ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ ଏବଂ ଏସପି ଅଲେଖଚନ୍ଦ୍ର ପହି ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ।

କାଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ କିଶୋର ସାହୁ, ଅତିରିକ୍ତ ଏସପି ସୁବାସ ଚନ୍ଦ୍ର ପଣ୍ଡା, ଏସଡିପିଓ ସ୍ନେହାଶିଷ ସାହୁ, ଟାଉନ ଆଇଆଇସି ପ୍ରଞ୍ଜାପରିମିତା ଜେନାଙ୍କ ସହ ଜିଲ୍ଲାର ପ୍ରତେକ ଥାନାର ଅଧିକାରୀ ମାନେ ଯୋଗଦେଇଥିଲେ।

ସିସିଟିଭି କଣ୍ଟ୍ରୋଲରୁମ ଦ୍ବାରା ପୋଲିସର କାଯ୍ୟଦକ୍ଷତା ବୃଦ୍ଧିପାଇବାର ସହରବାସୀ ଆଶାରଖିଥିବା ବେଳେ ଅପରାଧ ନିୟନ୍ତ୍ରଣରେ ନୟାଗଡ ପୋଲିସକୁ ଏହା ବେଶ ସହାୟକ ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

ନୟାଗଡ଼ ସହର ସିସିଟିଭି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026

ପ୍ରଥମ ତ୍ରୈମାସିକରେ ଇଣ୍ଡିଆ ପୋଷ୍ଟର ୪,୦୦୦ କୋଟିରୁ ଅଧିକ ଆୟ

July 15, 2026
Latest News

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026

ପ୍ରଥମ ତ୍ରୈମାସିକରେ ଇଣ୍ଡିଆ ପୋଷ୍ଟର ୪,୦୦୦ କୋଟିରୁ ଅଧିକ ଆୟ

July 15, 2026

ଶିକ୍ଷକ ପ୍ରମୋଦ କୁମାର ସାହୁ ପାଇଲେ ଶିକ୍ଷା ରତ୍ନ ସମ୍ମାନ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.