Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»“ଆବ୍ୟୁଣ୍ଡାନ୍ସ ଇନ ମିଲେଟ୍ସ” ସଂଗୀତର ଭିଡିଓ ରିଲିଜକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ
ଆଜିର ଖବର

“ଆବ୍ୟୁଣ୍ଡାନ୍ସ ଇନ ମିଲେଟ୍ସ” ସଂଗୀତର ଭିଡିଓ ରିଲିଜକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ

June 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଚାଷୀମାନଙ୍କୁ ବାଜରା ଉତ୍ପାଦନ କରିବାକୁ ଓ ବିଶ୍ୱରୁ କ୍ଷୁଧାକୁ ଦୂରେଇବାରେ ସାହାଯ୍ୟ କରିବା ପାଇଁ ଗାୟକ ଫାଲୁଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀଙ୍କ ସହ ଲିଖିତ ଏବଂ ପରିବେଷିତ ଗୀତ ‘ଆବ୍ୟୁଣ୍ଡାନ୍ସ ଇନ ମିଲେଟ୍ସ’ର ଭିଡିଓ ସ୍କ୍ରିନିଂକୁ ସ୍ୱାଗତ କରିଛନ୍ତି।

The video for our single "Abundance in Millets" is out now. A song written and performed with honorable Prime Minister @narendramodi to help farmers grow millets and help end world hunger. @UN declared this year as The International Year of Millets! pic.twitter.com/wKXThL2R5Z

— Falu (@FaluMusic) June 28, 2023

ପ୍ରଧାନମନ୍ତ୍ରୀ ଟ୍ୱିଟରେ କହିଛନ୍ତି ଯେ, “ଖୁବ ସୃଜନାତ୍ମକ ଓ ସୁସ୍ଥ ଜୀବନ ପାଇଁ ବାଜରାକୁ ଆପଣାଇବାରେ ଅଧିକ ଲୋକଙ୍କୁ ପ୍ରେରିତ କରିବ।”

ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Latest News

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.