Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିହାରର ଶିକ୍ଷା ବିଭାଗ କର୍ମକ୍ଷେତ୍ରରେ ଜିନ୍ସ ଏବଂ ଟି-ସାର୍ଟ ପିନ୍ଧିବାକୁ ବାରଣ
ଆଜିର ଖବର

ବିହାରର ଶିକ୍ଷା ବିଭାଗ କର୍ମକ୍ଷେତ୍ରରେ ଜିନ୍ସ ଏବଂ ଟି-ସାର୍ଟ ପିନ୍ଧିବାକୁ ବାରଣ

June 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟନା: ବିହାରର ଶିକ୍ଷା ବିଭାଗ ଏହାର କର୍ମଚାରୀମାନଙ୍କୁ ଜିନ୍ସ ଏବଂ ଟି-ସାର୍ଟ ଭଳି ‘କାଜୁଆଲ୍’ ପୋଷାକ ନ ପିନ୍ଧିବାକୁ ନିର୍ଦ୍ଦେଶ ଦେଇଛି। ଏହି ଅଭ୍ୟାସ କର୍ମକ୍ଷେତ୍ରର ସଂସ୍କୃତି ବିରୁଦ୍ଧ ଅଟେ ବୋଲି ବିଭାଗ କହିଛି। ବୁଧବାର ଜାରି କରାଯାଇଥିବା ନିର୍ଦ୍ଦେଶରେ ଶିକ୍ଷା ବିଭାଗର ନିର୍ଦ୍ଦେଶକ (ପ୍ରଶାସନ) ଟି-ସାର୍ଟ ଏବଂ ଜିନ୍ସ ପିନ୍ଧି କାର୍ଯ୍ୟାଳୟକୁ ଆସୁଥିବା କର୍ମଚାରୀଙ୍କୁ ବିରୋଧ କରିଛନ୍ତି।

ଏହି ଆଦେଶରେ କୁହାଯାଇଛି ଜେ, “ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଏପରି ପୋଷାକ ପିନ୍ଧି ଅଫିସକୁ ଆସୁଛନ୍ତି, ଯାହା ଅଫିସ୍ ସଂସ୍କୃତିର ବିରୋଧୀ ଅଟେ। ‘ଆନୁଷ୍ଠାନିକ’ ପୋଷାକ ପିନ୍ଧିବା ପାଇଁ ଶିକ୍ଷା ବିଭାଗ କହିଛି। ତୁରନ୍ତ ପ୍ରଭାବ ସହିତ କୌଣସି ‘କାଜୁଆଲ୍’ ଡ୍ରେସ ବିଶେଷ କରି ଜିନ୍ସ ଏବଂ ଟି-ସାର୍ଟ ପିନ୍ଧିବାକୁ ଶିକ୍ଷା ବିଭାଗର କାର୍ଯ୍ୟାଳୟରେ ଅନୁମତି ଦିଆଯିବ ନାହିଁ।”

ବିହାର ଶିକ୍ଷା ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.