Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୀ-ସାର୍ଥକରେ “ଦେଖିବା ନିତି, ହେବା ଲକ୍ଷପତି”: ମେଗା ବିଜେତା ହେଲେ କାବେରୀ ନାୟକ
ଆଜିର ଖବର

ଜୀ-ସାର୍ଥକରେ “ଦେଖିବା ନିତି, ହେବା ଲକ୍ଷପତି”: ମେଗା ବିଜେତା ହେଲେ କାବେରୀ ନାୟକ

June 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଲୋକପ୍ରିୟ ଓଡିଆ ମନୋରଞ୍ଜନ ଚ୍ୟାନେଲ ଜୀ-ସାର୍ଥକରେ ଏପ୍ରିଲ ୩ରୁ ଆରମ୍ଭ ହୋଇ ମେ ୨୭ ପର୍ଯନ୍ତ ଚାଲିଥିବା ମେଗା ପ୍ରତିଯୋଗିତା “ଦେଖିବା ନିତି ହେବା ଲକ୍ଷପତି” ର ମେଗା ବିଜେତା ଘୋଷଣା ହୋଇଛି। ନିୟମ ମୁତାବକ ପ୍ରତିଦିନ ସନ୍ଧ୍ୟା ୭ ଟା ରୁ ରାତି ୯:୩୦ ମଧ୍ୟରେ ପ୍ରସାରିତ ହେଉଥିବା ଧାରାବାହିକରେ କିଛି ସରଳ ପ୍ରଶ୍ନର ଉତ୍ତର ମିସକଲ୍ ମାଧ୍ୟମରେ ଦେଇ ଏହି ପ୍ରତିଯୋଗିତାରେ ରାଜ୍ୟ ତଥା ରାଜ୍ୟ ବାହାରୁ ଓଡିଆ ଦର୍ଶକ ଭାଗନେଇଥିଲେ ଯେଉଁଠାରେ ବମ୍ପର ପୁରସ୍କାର ରାଶି ୧ଲକ୍ଷ ଟଙ୍କା ରଖାଯାଇଥିଲା।

ଓଡ଼ିଶାର ଲୋକପ୍ରିୟ ସ୍ଵର୍ଣ ଅଳଙ୍କାର ବିକ୍ରେତା, ଲାଲଚାନ୍ଦ ପ୍ରଯୋଜିତ ଏହି ମେଗା ପ୍ରତିଯୋଗୀତା ଆଇପିଏଲ୍ ସମୟରେ ପୁରା ୪୫ ଦିନ ଧରି ଜୀ-ସାର୍ଥକରେ ଚାଲିଥିଲା।

ପ୍ରତିଯୋଗିତାରେ ଭାଗ ନେଇଥିବା ପ୍ରତିଯୋଗୀମାନେ ଧାରାବାହିକ ଦେଖୁଥିବା ସମୟରେ ଟିଭି ସ୍କ୍ରିନରେ ଦିଆ ଯାଇଥିବା ନମ୍ବରରେ ମିସଡ କଲ ଦେଇଥିଲେ ଓ ପ୍ରତିଦିନ ସଠିକ୍ ଉତ୍ତର ଦେଇଥିବା ୨୪୦ ଜଣ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ୧୦୦୦ଟଙ୍କାର ଭାଉଚର ମିଳିଥିଲା।

ତେବେ ପୁରା ପ୍ରତିଯୋଗୀତାରେ ସର୍ବାଧିକ ସଠିକ ଉତ୍ତର ଦେଇଥବା ଜଣେ ମେଗା ବିଜେତାଙ୍କୁ ୧ଲକ୍ଷ ଟଙ୍କା ନଗଦ ଧନରାଶି ମିଳିବ ବୋଲି ମୂଳରୁ କୁହାଯାଇଥିଲା ଯାହାର ବିଜେତା ହୋଇଛନ୍ତି କାବେରୀ ନାୟକ।

ଆଜି ଏକ ବର୍ଣ୍ଣାଢ୍ୟ ପରିବେଶରେ ହୋଟେଲ ନିଉ ମାରୀୟନରେ ଲାଲଚାନ୍ଦର ପ୍ରତିଷ୍ଠାତା ଓ ଅଧ୍ୟକ୍ଷ ସଞ୍ଜୟ ହଂସ ମେଗା ବିଜେତାଙ୍କୁ ୧ଲକ୍ଷ ଟଙ୍କାର ଧନରାଶି ପ୍ରଦାନ କରିଥିଲେ। ବହୁ ସଂଖ୍ୟାରେ ଏହି ପ୍ରତିଯୋଗିତାରେ ଭାଗ ନେଇଥିବାରୁ ଜୀ-ସାର୍ଥକର ଚିଫ ଚ୍ୟାନେଲ ଅଫିସର ପ୍ରତୀକ ସିଲ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଓଡ଼ିଆ ଜୀ ସାର୍ଥକ ଦେଖିବା ନିତି ପ୍ରତିଯୋଗିତା ମନୋରଞ୍ଜନ ଚ୍ୟାନେଲ ହେବା ଲକ୍ଷପତି
Share. Facebook Twitter LinkedIn Email WhatsApp Copy Link

Related Posts

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026
Latest News

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.