Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଣ୍ଡିଆନଙ୍କ ଜଗତସିଂହପୁର ଜିଲ୍ଲା ଗସ୍ତ, ୭୦ ଟି ଶିକ୍ଷାନୁଷ୍ଠାନକୁ 5T ରେ ସାମିଲ ପାଇଁ ଘୋଷଣା
ଆଜିର ଖବର

ପାଣ୍ଡିଆନଙ୍କ ଜଗତସିଂହପୁର ଜିଲ୍ଲା ଗସ୍ତ, ୭୦ ଟି ଶିକ୍ଷାନୁଷ୍ଠାନକୁ 5T ରେ ସାମିଲ ପାଇଁ ଘୋଷଣା

June 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାଣ୍ଡିଆନଙ୍କ ଜଗତସିଂହପୁର ଜିଲ୍ଲା ଗସ୍ତ, ୭୦ ଟି ଶିକ୍ଷାନୁଷ୍ଠାନକୁ 5T ରେ ସାମିଲ ପାଇଁ ଘୋଷଣା

ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲା ଗସ୍ତ କରିଛନ୍ତି 5T ସଚିବ ଭିକେ ପାଣ୍ଡିଆନ। ପ୍ରଥମ ଦିନର ଗସ୍ତରେ ସେ ପ୍ରଥମେ ବାଲିକୁଦା ବ୍ଲକ୍‌ ଶିଆଳିରେ ପହଞ୍ଚିଛନ୍ତି। ସେଠାରେ ସେ ଶିଆଳି ବେଳାଭୂମି ସୁରକ୍ଷା ଅନୁଧ୍ୟାନ କରିଥିଲେ। ଏହାପରେ ଆୟୋଜିତ ଏକ ସଭାରେ ହଜାର ହଜାର ଲୋକ ପାଣ୍ଡିଆନଙ୍କୁ ସ୍ୱାଗତ କରିଥିଲେ। ମିଶନ ଶକ୍ତି ମାଆ ଓ ସ୍ଥାନୀୟ ଲୋକ ଫୁଲ ଓ ହୁଳହୁଳି ପକାଇ ସ୍ବାଗତ କରିଥିଲେ।

ମନ୍ଦିର, ମସଜିଦ୍, ଚର୍ଚ୍ଚ ଓ କମ୍ୟୁନିଟି ସେଣ୍ଟର ଉନ୍ନତି ନେଇ ୭ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଭଲ ଖବର ଦେବେ ବୋଲି 5T ସଚିବ କହିଛନ୍ତି। ଚାଷୀ ଓ ଚାଷକୁ ସରକାର ଗୁରୁତ୍ବ ଦେଉଥିବାରୁ ସେ ସମସ୍ୟାର ସମାଧାନ ହେବ ବୋଲି ଭିକେ ପାଣ୍ଡିଆନ୍‌ କହିଛନ୍ତି।

ବାଲିକୁଦା ଓ ଏରସମାର ଘରେ ଘରେ ବିଶୁଦ୍ଧ ପିଇବା ପାଣି ପହଞ୍ଚିବା ପାଇଁ ୮୦୦ କୋଟି ଟଙ୍କା ବ୍ୟୟରେ ହେଉଥିବା ମେଗା ପାଇପ ଜଳ ପ୍ରକଳ୍ପ ସେପ୍ଟେମ୍ବରରେ ସରିବ ବୋଲି ପାଣ୍ଡିଆନ କହିଛନ୍ତି।

ସେହିପରି ଜିଲ୍ଲା ୭୦ ଟି କଲେଜ ଏବଂ ହାଇସ୍କୁଲକୁ 5T ରୂପାନ୍ତରରେ ସାମିଲ କରାଯିବ ବୋଲି ସେ ଘୋଷଣା କରିଥିଲେ।

ଜଗତସିଂହପୁର ପାଣ୍ଡିଆନ ଭିକେପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ନଡିଆ ଗଛ ପାଇଁ ଭାଇ ଭାଉଜଙ୍କୁ ଆକ୍ରମଣ

June 21, 2026

ଇରାନର ଦାବି ଓ ଟ୍ରମ୍ପଙ୍କ ନୀତି ମଧ୍ୟରେ ହରମୁଜ୍ ପ୍ରଣାଳୀ ପୁଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ

June 21, 2026

ଉଦ୍ୟାନ କୃଷି ଯୋଜନା: ଚାଷୀଙ୍କ ପାଇଁ ନୂଆ ଆୟର ରାସ୍ତା

June 21, 2026

ଦୁଇ ପୃଥକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ

June 21, 2026
Latest News

ନଡିଆ ଗଛ ପାଇଁ ଭାଇ ଭାଉଜଙ୍କୁ ଆକ୍ରମଣ

June 21, 2026

ଇରାନର ଦାବି ଓ ଟ୍ରମ୍ପଙ୍କ ନୀତି ମଧ୍ୟରେ ହରମୁଜ୍ ପ୍ରଣାଳୀ ପୁଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ

June 21, 2026

ଉଦ୍ୟାନ କୃଷି ଯୋଜନା: ଚାଷୀଙ୍କ ପାଇଁ ନୂଆ ଆୟର ରାସ୍ତା

June 21, 2026

ଦୁଇ ପୃଥକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ

June 21, 2026

ବାଘ ଛାଲ କାରବାରର ପର୍ଦ୍ଦାଫାସ୍ : ଜଣେ ଗିରଫ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.