Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରମନ୍ତ୍ରୀ ମଣ୍ଡଳରେ ଅଦଳବଦଳ ଚର୍ଚ୍ଚା, ନିର୍ବାଚନ ପୂର୍ବରୁ ଦଳକୁ ସଶକ୍ତ କରିବେ ମୋଦି
ଆଜିର ଖବର

କେନ୍ଦ୍ରମନ୍ତ୍ରୀ ମଣ୍ଡଳରେ ଅଦଳବଦଳ ଚର୍ଚ୍ଚା, ନିର୍ବାଚନ ପୂର୍ବରୁ ଦଳକୁ ସଶକ୍ତ କରିବେ ମୋଦି

June 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କିଛି ଦିନ ବିରାମ ପରେ ଏବେ ପୁଣି ଥରେ କେନ୍ଦ୍ରମନ୍ତ୍ରୀ ମଣ୍ଡଳରେ ଅଦଳବଦଳ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। କାରଣ ସାଧାରଣ ନିର୍ବାଚନ ହେବାକୁ ଆଉ କିଛି ମାସ ବାକି ରହିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଅଦଳବଦଳ କରିବେ। ଜାତୀୟ ଗଣମାଧ୍ୟମ ଅନୁସାରେ ମୌସୁମୀ ଅଧିବେସନ ପୂର୍ବରୁ ଏହି ଅଦଳବଦଳ ହେବ ବୋଲି କୁହାଯାଉଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରୀ ମଣ୍ଡଳ ଗତ 2021 ମସିହାରେ ବଡ ଧରଣର ଅଦଳବଦଳ ହୋଇଥିଲା। ଏହାପରେ ଗତ ମାସରେ କିରଣ ରିଜୁଜୀଙ୍କୁ ଆଇନ ମନ୍ତ୍ରୀରୁ ହଟାଇ ନୂଆ ବିଭାଗ ଦେଇଥିଲେ। ଯାହା ଏକ ଛୋଟ ଅଦଳବଦଳ ବୋଲି କୁହାଯିବ। ହେଲେ ଏଥର ଯେଉଁ ଅଦଳବଦଳ ହେବ ତାହା ଏକ ବଡଧରଣର ହେବ ବୋଲି ଅନୁମାନ କରାଯାଉଛି।

କେନ୍ଦ୍ର ମନ୍ତ୍ରୀମଣ୍ଡଳ ଅଦଳବଦଳ ମନ୍ତ୍ରୀମଣ୍ଡଳ ମନ୍ତ୍ରୀମଣ୍ଡଳ ଅଦଳବଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ପୁସ୍ତକ ମେଳାର ତୃତୀୟ ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

April 26, 2026

୨୦୨୫–୨୬ ଆର୍ଥିକ ବର୍ଷରେ ପୂର୍ବତଟ ରେଳପଥର ଦୃଢ଼ ଆର୍ଥିକ ପ୍ରଦର୍ଶନ

April 26, 2026

ଏଥର ରଜ କୁଇନ୍ ଫେରୁଛି ନିଜ ମାଟିକୁ: ‘ଗାଁରେ ହେବ ଗାଲା ରାଉଣ୍ଡ

April 26, 2026

ଓଡ଼ିଆ ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’ର ‘ଡ଼ବା ଭିତରେ ପଶ’ ଗୀତ ମହା ସମାରୋହରେ ମହାରାଜା ପ୍ରାଙ୍ଗଣରେ ମୁକ୍ତିଲାଭ

April 26, 2026
Latest News

ଚିଲିକା ପୁସ୍ତକ ମେଳାର ତୃତୀୟ ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

April 26, 2026

୨୦୨୫–୨୬ ଆର୍ଥିକ ବର୍ଷରେ ପୂର୍ବତଟ ରେଳପଥର ଦୃଢ଼ ଆର୍ଥିକ ପ୍ରଦର୍ଶନ

April 26, 2026

ଏଥର ରଜ କୁଇନ୍ ଫେରୁଛି ନିଜ ମାଟିକୁ: ‘ଗାଁରେ ହେବ ଗାଲା ରାଉଣ୍ଡ

April 26, 2026

ଓଡ଼ିଆ ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’ର ‘ଡ଼ବା ଭିତରେ ପଶ’ ଗୀତ ମହା ସମାରୋହରେ ମହାରାଜା ପ୍ରାଙ୍ଗଣରେ ମୁକ୍ତିଲାଭ

April 26, 2026

ମେମୁ ଟ୍ରେନ୍ ସେବା ସମୟସୂଚୀରେ ପରିବର୍ତ୍ତନ

April 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.