Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରସଗୋଲା ଦିବସ, ମା ଲକ୍ଷ୍ମୀଙ୍କ ମାନଭଂଜନ କରିବେ ପ୍ରଭୃ ଶ୍ରୀଜଗନ୍ନାଥ
ଆଜିର ଖବର

ଆଜି ରସଗୋଲା ଦିବସ, ମା ଲକ୍ଷ୍ମୀଙ୍କ ମାନଭଂଜନ କରିବେ ପ୍ରଭୃ ଶ୍ରୀଜଗନ୍ନାଥ

July 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ: ଆଜି ହେଉଛି ରସଗୋଲା ଦିବସ। ଏହି ଦିବସଟି ମିଠା ବ୍ୟବସାୟୀଙ୍କ ପାଇଁ ଯେତିକି ଗୁରୁତ୍ବ, ଜଗନ୍ନାଥ ପ୍ରେମୀଙ୍କ ପାଇଁ ସେତିକି ଗୁରୁତ୍ବ। କାରଣ ଆଜି  ମା ଲକ୍ଷ୍ମୀଙ୍କ ମାନଭଂଜନ ପାଇଁ ତାଙ୍କୁ ପ୍ରଭୁ ଶ୍ରୀ ଜଗନ୍ନାଥ ରସଗୋଲା ପ୍ରଦାନ କରିବେ। ଏହି ପରଂପରା କାହିଁ କେଉଁ କାଳରୁ ଜଗନ୍ନାଥ ସଂସ୍କୃତିରେ ପ୍ରଚଳିତ ହୋଇ ଆସୁଛି। ପ୍ରତି ବର୍ଷ ପ୍ରଭୁଙ୍କ ନୀଳାଦ୍ରୀବିଜେ ବେଳେ ଏହି ପର୍ବ ପାଳିତ ହୋଇଥାଏ।

ପରଂପରା ଅନୁସାରେ ପ୍ରତିବର୍ଷ ରଥଯାତ୍ରାରେ ତିନିଠାକୁର ଶ୍ରୀମନ୍ଦିର ପରିତ୍ୟାଗ କରି ଗୁଣ୍ଡିଚା ମନ୍ଦିର ଆସିଥାନ୍ତି। ଏହି ସମୟରେ ମା ଲକ୍ଷ୍ମୀଙ୍କୁ ଜଗନ୍ନାଥ ସାଥୀରେ ଆଣନ୍ତି ନାହିଁ। ଫଳରେ ମା ଲକ୍ଷ୍ମୀ ରାଗିଯାଇ ପ୍ରଭୃଙ୍କ ରଥକୁ ଭାଙ୍ଗି ଦିଅନ୍ତି। ମା ଙ୍କ ଏପରି ରାଗ ଦେଖି ପ୍ରଭୁ ମନ୍ଦିର ପ୍ରତ୍ୟାବର୍ତ୍ତନ ବେଳେ ଲକ୍ଷ୍ମୀ ଠାକୁରାଣୀଙ୍କୁ ରସଗୋଲା ଦେଇ ତାଙ୍କ ରାଗକୁ ଶାନ୍ତ କରାନ୍ତି।

rathyatra RathYatra2023 ନିଳାଦ୍ରୀବିଜେ ରଥଯାତ୍ରା ରସଗୋଲା ରସଗୋଲା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ସାମାଜିକ ସେବା (ଏନଏସଏସ) ଦିବସ

September 24, 2026

ବନ୍ୟା କ୍ଷୟକ୍ଷତି: ୭ ଜୀବନ ହାନି, ୨ ଲକ୍ଷ ହେକ୍ଟରରୁ ଉର୍ଦ୍ଧ୍ୱ ଫସଲ ନଷ୍ଟ

September 24, 2026

ପ୍ରଶାନ୍ତ ମହାସାଗରରେ ବିରାଟ ମହାବାତ୍ୟା ‘ପୋଲୋ’: ୩୦୦ କିମି ଟପିପାରେ ପବନର ବେଗ

September 24, 2026

ଏମ୍ସରେ ଆରୋଗ୍ୟ ହେଉଛନ୍ତି ବିଧାନସଭା ବାଚସ୍ପତି ସୁରମା ପାଢ଼ୀ

September 24, 2026
Latest News

“ଜ୍ଞାନେଶ କୁମାର ଇସ୍ତଫା ଦିଅନ୍ତୁ ନଚେତ୍…”: ଅଭିଜିତ୍ ଦୀପକେ ଦେଲେ ୪୮ ଘଣ୍ଟାର ଅଲଟିମେଟମ୍

September 24, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ସାମାଜିକ ସେବା (ଏନଏସଏସ) ଦିବସ

September 24, 2026

ବନ୍ୟା କ୍ଷୟକ୍ଷତି: ୭ ଜୀବନ ହାନି, ୨ ଲକ୍ଷ ହେକ୍ଟରରୁ ଉର୍ଦ୍ଧ୍ୱ ଫସଲ ନଷ୍ଟ

September 24, 2026

ସୁପର୍ ‘ଏଲ୍-ନିନୋ’ ଆଣୁଛି ବଡ଼ ବିପଦ: ୬ ମାସରେ ଯିବ ବିଶ୍ୱର ୪.୫୧ ଲକ୍ଷଙ୍କ ଜୀବନ

September 24, 2026

“ନିର୍ଣ୍ଣୟ କେବେ? ସମୟସୀମା ପ୍ରଦାନ କରନ୍ତୁ”: ଟିଏମସି ପ୍ରସଙ୍ଗରେ ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟ

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.