Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାକିରି ବଦଳରେ ଜମି ମାମଲା: ତେଜସ୍ୱୀ ଯାଦବଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା ସିବିଆଇ
ଆଜିର ଖବର

ଚାକିରି ବଦଳରେ ଜମି ମାମଲା: ତେଜସ୍ୱୀ ଯାଦବଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା ସିବିଆଇ

July 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ
ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

ନୂଆଦିଲ୍ଲୀ: ଚାକିରି ଦୁର୍ନୀତି ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ଯାଦବଙ୍କ ପରିବାରର ସମସ୍ୟା ବୃଦ୍ଧି ପାଉଛି। ବର୍ତ୍ତମାନ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ଆଜି ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟରେ ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଚାର୍ଜସିଟ୍ ଦାଖଲ କରିଛି। ଚାର୍ଜସିଟରେ ବିହାରର ଉପ-ମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ଏବଂ କମ୍ପାନୀ ସମେତ ଅନ୍ୟାନ୍ୟ ବ୍ୟକ୍ତିଙ୍କ ନାମ ଅଭିଯୁକ୍ତ ଭାବରେ ଅନ୍ତର୍ଭୁକ୍ତ ହୋଇଛି।

ଜୁଲାଇ ୧୨ ତାରିଖରେ ରାଉସ୍ ଆଭେନ୍ୟୁ କୋର୍ଟ ଏହି ମାମଲାରେ ଶୁଣାଣି କରିବେ। ଜମି ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ, ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀ ଏବଂ ଅନ୍ୟମାନଙ୍କ ବିରୋଧରେ ସିବିଆଇ ଚାର୍ଜସିଟ୍ ଦାଖଲ କରିସାରିଛି।

କୋର୍ଟରେ ସିବିଆଇ କ’ଣ କହିଛି?:

ସିବିଆଇ ଅଦାଲତକୁ କହିଛି ଯେ, ପୂର୍ବରୁ ଏକ ଚାର୍ଜସିଟ୍ ଦାଖଲ କରାଯାଇଥିଲେ ହେଁ ଏହି ମାମଲା ଏକ ଭିନ୍ନ ଅଭିଯୋଗ ପତ୍ର ଦାଖଲ କରାଯାଇଛି। କାରଣ ଏହି ମାମଲା ଭିନ୍ନ ପ୍ରକାରର କାର୍ଯ୍ୟପ୍ରଣାଳୀରେ କରାଯାଇଛି।

ତେଜସ୍ୱୀ ଯାଦବ ଲାଲୁ ଯାଦବ ସିବିଆଇ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆଖାଇ ଯେଉଁଥିରେ ରହିଛି ଭକ୍ତି ସହ ଭାବର ଏକ ପ୍ରଚଣ୍ଡ ବନ୍ଧନ

September 14, 2026

ଆଜି ଗଣେଶ ପୂଜାରେ ଜପ କରନ୍ତୁ ଏହି ୧୪ଟି ନାମ: ମିଳିବ ସଫଳତା

September 14, 2026

ଯୋରନ୍ଦା ମହିମା ଗାଦିରେ ନୂଆ ଧାନରୁ ପ୍ରସ୍ତୁତ ନବାନ୍ନ ମହିମା ଗୋସାଇଁ ଓ ପରମାତ୍ମାଙ୍କୁ ଅର୍ପଣ

September 14, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିବସ ଅବସରରେ ବିଶାଳ ରକ୍ତଦାନ ଶିବିର ପାଇଁ ଭୂମି ପୂଜନ

September 14, 2026
Latest News

ନୂଆଖାଇ ଯେଉଁଥିରେ ରହିଛି ଭକ୍ତି ସହ ଭାବର ଏକ ପ୍ରଚଣ୍ଡ ବନ୍ଧନ

September 14, 2026

ଆଜି ଗଣେଶ ପୂଜାରେ ଜପ କରନ୍ତୁ ଏହି ୧୪ଟି ନାମ: ମିଳିବ ସଫଳତା

September 14, 2026

ଯୋରନ୍ଦା ମହିମା ଗାଦିରେ ନୂଆ ଧାନରୁ ପ୍ରସ୍ତୁତ ନବାନ୍ନ ମହିମା ଗୋସାଇଁ ଓ ପରମାତ୍ମାଙ୍କୁ ଅର୍ପଣ

September 14, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିବସ ଅବସରରେ ବିଶାଳ ରକ୍ତଦାନ ଶିବିର ପାଇଁ ଭୂମି ପୂଜନ

September 14, 2026

ଗଣେଶ ପୂଜା ଅବସରରେ ସାରା ଦେଶ ଆଜି ଉତ୍ସବମୁଖର

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.