Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁମ୍ବାଇରେ ବେଶ ଭକ୍ତିପୂର୍ଣ୍ଣ ଭାବେ ଆୟୋଜିତ ହେଲା ରଥଯାତ୍ରା
ଆଜିର ଖବର

ମୁମ୍ବାଇରେ ବେଶ ଭକ୍ତିପୂର୍ଣ୍ଣ ଭାବେ ଆୟୋଜିତ ହେଲା ରଥଯାତ୍ରା

July 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
MumbaiRathYatra
ମୁମ୍ବାଇରେ ବେଶ ଭକ୍ତିପୂର୍ଣ୍ଣ ଭାବେ ଆୟୋଜିତ ହେଲା ରଥଯାତ୍ରା

ଭୁବନେଶ୍ୱର/ମୁମ୍ବାଇ : ନଭି ମୁମ୍ବାଇର ଖରଘର ସେକ୍ଟର ୩, ବାଲାଜି ଆଙ୍ଗନସ୍ଥିତ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଉତ୍ସବ ଶେଷ ହୋଇଛି। ଜୟ ଜଗନ୍ନାଥ ଲୋକ ତରଣ ଟ୍ରଷ୍ଟ ଓ ସ୍ୱାମୀ ଅଦ୍ୱେସା ନନ୍ଦ ୱେଲଫେୟାର ଆସୋସିଏସନ୍ ସରସ୍ୱତୀ ପକ୍ଷରୁ ରଥଯାତ୍ରା କରାଯାଇଥିଲା।

୧୮ବର୍ଷ ହେଲା ଟ୍ରଷ୍ଟ ମାଧ୍ୟମରେ ବିଭିନ୍ନ ଓଡ଼ିଆ ସାମିଲ ହୋଇ ଟ୍ରଷ୍ଟର ସଦସ୍ୟ ଓ ସେବକମାନେ ସହଯୋଗ ଦ୍ୱାରା ଏହି ରଥଯାତ୍ରା ମହୋତ୍ସବ ହୋଇ ଆସୁଛି। ସେହିପରି ୩ଦିନ ଧରି ବିଶ୍ୱଶାନ୍ତି ମହାଯଜ୍ଞ କରାଯାଇଥିଲା। ଭକ୍ତମାନଙ୍କ ଦ୍ୱାରା କଳସ ଯାତ୍ରା କରାଯାଇଥିଲା।

ଭକ୍ତଙ୍କ ଗହଣରେ ରାମ ପ୍ରସାଦ ମୁଦୁଲିଙ୍କ ଦ୍ୱାରା ଛେରା ପହଁରା କରିଥିଲେ। ପାରମ୍ପରିକ ଘଂଟ ବାଦ୍ୟରେ ରଥଯାତ୍ରା ଓ ବାହୁଡ଼ାଯାତ୍ରାରେ ପ୍ରାୟ ୧୦ହଜାର ଏହି ଯାତ୍ରାରେ ସାମିଲ ହୋଇଥିଲେ। ପ୍ରତିଦିନ ୧୦ଜାର ଲୋକଙ୍କ ପ୍ରସାଦ ସେବନ ଓ ସାସ୍କୃତିକ କାର‌୍ୟ୍ୟକ୍ରମ କରାଯାଇଥିଲା।

ଶ୍ରୀଜିଉଙ୍କ ସୁନାବେଶ, ଅଧରପଣା ଓ ନିଳାଦ୍ରୀବିଜେ ଯାତ୍ରା ନୀତି ସମାପନ ହୋଇଛି। ଏହି ଅବସରରେ ରକ୍ତଦାନ ଶିବର, ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା, କର୍କଟ ରୋଗୀଙ୍କ ପାଇଁ ମାଗଣା ଖାଇବା ବ୍ୟବସ୍ଥା କରାଯାଇଥିଲା। ରଥଯାତ୍ରା ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମରେ କଳାକାରମାନେ ଓଡ଼ିଶୀ, ନୃତ୍ୟ, ଲୋକ ନୃତ୍ୟ ଓ କ୍ରୀଏଟିଭ୍ ନୃତ୍ୟ ପରିବେଷଣ କରିଥିଲେ।

rathyatra ରଥଯାତ୍ରା ରଥଯାତ୍ରା2023
Share. Facebook Twitter LinkedIn Email WhatsApp Copy Link

Related Posts

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026
Latest News

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.