Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଡ ଧରଣର ଜୁଆ ଆଡ୍ଡା ଉପରେ ଚଢାଉ: ୬ ଗିରଫ, ୧୩ ଟି ବାଇକ ଓ ୫୬ ହଜାରରୁ ଉର୍ଦ୍ଧ୍ଵ ଟଙ୍କା ଜବତ
ଆଜିର ଖବର

ବଡ ଧରଣର ଜୁଆ ଆଡ୍ଡା ଉପରେ ଚଢାଉ: ୬ ଗିରଫ, ୧୩ ଟି ବାଇକ ଓ ୫୬ ହଜାରରୁ ଉର୍ଦ୍ଧ୍ଵ ଟଙ୍କା ଜବତ

July 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗଞ୍ଜାମ ଏସପି ଙ୍କ ନିର୍ଦ୍ଦେଶନାରେ କୋଦଳା ଓ ବେଗୁନିଆପଡ଼ା ଥାନା ପୋଲିସ୍ ବେଗୁନିଆ ପଡ଼ା ନିକଟସ୍ଥ ତିରିଡା କାଜୁ ଜଙ୍ଗଲରେ ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ କରିଛି।

ଏହି ଚଢାଉ ବେଳେ କିଛି ଜୁଆଡି ଘଟଣାସ୍ଥଳରୁ ଛତ୍ରଭଙ୍ଗ କରିଥିବା ବେଳେ ୬ ଜଣ ଜୁଆଡି, ୧୩ ଟି ମୋଟରସାଇକେଲ, ୬ ଟି ମୋବାଇଲ ଫୋନ ଓ ନଗଦ ୫୬ ହଜାର ଟଙ୍କାରୁ ଅଧିକ ପୋଲିସ ଜବତ୍ କରିଛି। ବେଗୁନିଆପଡ଼ା ଥାନାରେ ଏତଲା ରୁଜୁ ହୋଇଛି ଓ ଅନ୍ୟାନ୍ୟ ଜୁଆଡି ମାନଙ୍କ ଉପରେ ଅନୁସନ୍ଧାନ ଚାଲିଛି ବୋଲି ପୋଲିସ ପ୍ରକାଶ କରିଛି।

ଏହି ସବୁ ଜୁଆଡି ନିକଟସ୍ଥ ପୁରୁଷୋତ୍ତମପୁର, କୋଦଳା, ଖଲିକୋଟ ଓ ଆଖପାଖ ଅଞ୍ଚଳର ବୋଲି ଜଣାପଡିଛି।

କୋଦଳା ଗଞ୍ଜାମ ଗିରଫ ଜୁଆ ଆଡ୍ଡା ବେଗୁନିଆପଡ଼ା ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.