Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା: ପଞ୍ଚାୟତ କାର୍ଯ୍ୟାଳୟର ନିର୍ମାଣ କାର୍ଯ୍ୟବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସିଲେ ଶ୍ରମିକ, ଜଣେ ମୃତ
ଆଜିର ଖବର

ଚିଲିକା: ପଞ୍ଚାୟତ କାର୍ଯ୍ୟାଳୟର ନିର୍ମାଣ କାର୍ଯ୍ୟବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସିଲେ ଶ୍ରମିକ, ଜଣେ ମୃତ

July 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଚିଲିକା ବ୍ଲକ ସୋରଣ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜବେଷ୍ଟସ ସେଡ୍ ନିର୍ମାଣ ବେଳେ ଅଘଟଣ ଘଟିଛି। ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇପଡିଛନ୍ତି।

ସୂଚନା ଅନୁଯାୟୀ, ଆଜି ସକାଳରେ ସୋରଣ ଗ୍ରାମ ପଞ୍ଚାୟତ ପରିସରରେ ବିଶ୍ରାମ ଗୃହ ନିର୍ମାଣ କାର୍ଯ୍ୟ ଚାଲିଥିଲା। ବିଶ୍ରାମ ଗୃହ ନିର୍ମାଣ ପାଇଁ ଲୁହା ଜିଆଇ ପାଇପ୍ ର ଫ୍ରେମ୍ ତିଆରି କରିବା ବେଳେ ଗୋଟିଏ ୨୦ ଫୁଟ ଲମ୍ବର ପାଇପ୍ କୁ ୱେଲଡିଂ ମିସ୍ତ୍ରୀ ଓ ହେଲପର ମିଶି ଉପରକୁ ଟେକି ଧରି ୱେଲଡିଂ କରୁଥିଲେ। ଏହି ସମୟରେ ଉପର ଦେଇ ଯାଇଥିବା ୧୧୦୦ ଭୋଲଟ୍ ର ହାଇ ଭୋଲଟେଜ୍ ତାର ଜିଆଇ ପାଇପ୍ ସଂସ୍ପର୍ଶରେ ଆସି ଯାଇଥିଲା। ଫଳରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିଲେ।

ମୃତକ ୱେଲଡିଂ ମିସ୍ତ୍ରୀ ହେଲେ ସୋରଣ ଗ୍ରାମର ରସାନନ୍ଦ ମୁଦୁଲି (୧୮)। ଅନ୍ୟ ଗୁରୁତର ଜଣକ ହେଲେ ତାରୁ ଖାଁ (୨୦)। ଗୁରୁତରଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରୁ ଭୁବନେଶ୍ବରକୁ ସ୍ଥାନାନ୍ତର କରାଯାଇଛି।

ମୃତକ ଯୁବଙ୍କ ଶବକୁ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି। ଏଭଳି ଅଭାବନୀୟ ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳିଯାଇଛି।

ଚିଲିକା ଜଣେ ମୃତ ବିଦ୍ୟୁତ ସଂସ୍ପର୍ଶ ସୋରଣ ଗ୍ରାମପଞ୍ଚାୟତ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026

ଭୟାବହ ସଡ଼କ ଦୁର୍ଘଟଣା: ୪ ପୁଲିସ କର୍ମଚାରୀଙ୍କ ମୃତ୍ୟୁ

June 12, 2026

ଦିଲ୍ଲୀର ତୁଘଲକାବାଦରେ ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ୫ ଜଣ ଗୁରୁତର

June 12, 2026
Latest News

ଡିଜେଲ୍, ପେଟ୍ରୋଲ୍ ନା ଇଭି ? 2026ରେ କେଉଁ କାର୍ ଆପଣଙ୍କ ପାଇଁ ସବୁଠାରୁ ଲାଭଦାୟକ?

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026

ଭୟାବହ ସଡ଼କ ଦୁର୍ଘଟଣା: ୪ ପୁଲିସ କର୍ମଚାରୀଙ୍କ ମୃତ୍ୟୁ

June 12, 2026

ଦିଲ୍ଲୀର ତୁଘଲକାବାଦରେ ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ୫ ଜଣ ଗୁରୁତର

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.