Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କ ପ୍ରବନ୍ଧ ସେୟାର କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କ ପ୍ରବନ୍ଧ ସେୟାର କଲେ ପ୍ରଧାନମନ୍ତ୍ରୀ

July 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟସେବାରେ ନିବେଶକୁ ଉଲ୍ଲେଖନୀୟ ଭାବେ ବୃଦ୍ଧି କରାଯିବା ଏବଂ ଶେଷ ମାଇଲ ପର୍ଯ୍ୟନ୍ତ ପହଞ୍ଚି ଭାରତର ସାମଗ୍ରିକ ସ୍ୱାସ୍ଥ୍ୟସେବାରେ ଉନ୍ନତି ଆଣିବା ଉପରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମନସୁଖ ମାଣ୍ଡଭ୍ୟଙ୍କ ପ୍ରବନ୍ଧକୁ ସେୟାର କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରି କୁହାଯାଇଛି ଯେ, ଭାରତ ସରକାର କିପରି ଦେଶର ସବୁଠୁ ଦୁର୍ବଳ ଏବଂ ଶେଷ ମାଇଲ ପର୍ଯ୍ୟନ୍ତ ବାସ କରୁଥିବା ଲୋକଙ୍କୁ ସୁଲଭ ଓ ଗୁଣବତ୍ତାପୂର୍ଣ୍ଣ ସ୍ୱାସ୍ଥ୍ୟସେବା ପ୍ରଦାନ କରୁଛନ୍ତି ତାହା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମନସୁଖ ମାଣ୍ଡଭ୍ୟ ଦର୍ଶାଇଛନ୍ତି।

Union Health Minister @mansukhmandviya elaborates how Government of India is providing affordable and accessible quality healthcare to the country’s most vulnerable and last-mile population. https://t.co/4UgwEye9SV

— PMO India (@PMOIndia) July 5, 2023

ଡ. ମନସୁଖ ମାଣ୍ଡଭ୍ୟ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟସେବା
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026
Latest News

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.