Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା: ଡେଙ୍ଗୁ ପ୍ରତିରୋଧ ଏବଂ ନିୟନ୍ତ୍ରଣ ସମ୍ବନ୍ଧରେ ସମ୍ମିଳନୀ ସଭା
ଆଜିର ଖବର

ଖୋର୍ଦ୍ଧା: ଡେଙ୍ଗୁ ପ୍ରତିରୋଧ ଏବଂ ନିୟନ୍ତ୍ରଣ ସମ୍ବନ୍ଧରେ ସମ୍ମିଳନୀ ସଭା

July 6, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ପୂର୍ବାହ୍ନ ୧୦ ଟା ରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଡେଙ୍ଗୁ ପ୍ରତିରୋଧ ଏବଂ ନିୟନ୍ତ୍ରଣ ସମ୍ବନ୍ଧରେ ସମ୍ମିଳନୀ ସଭା ଜିଲ୍ଲପାଳ କେ. ସୁଦର୍ଶନ ଚକ୍ରବର୍ତ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି. ଏଥିରେ ସି. ଡ଼ି.ଏମ. ଓ, ଡ଼. ଆର୍ତ୍ତବନ୍ଧୁ ନାୟକ, ସ୍ୱାଗତ ଭାଷଣ ରଖିଥିଲା ବେଳେ ଡ଼ଃ ସୁଭାଶିଷ ମହାନ୍ତି, ID(VBD) କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।
ଡେଙ୍ଗୁ ରୋଗକୁ କିପରି ପ୍ରତିରୋଧ କରାଯାଇ ପାରିବ ବିଭାଗୀୟ ଅଧିକାରୀ ମାନଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଥିଲେ।

ଘରକୁ ଘର ଯାଇ ଲୋକ ମାନଙ୍କୁ ସତର୍କ କରିବା, ପାଣି ଜମି ରହିବାକୁ ନଦେବା, ପରିବା ଭେନ୍ଦର ମାନଙ୍କୁ ସଚେତନ କରିବାକୁ, ପ୍ରତ୍ୟେହ ସକାଳେ ଓ ସନ୍ଧ୍ୟାରେ ଫୋଗିଙ୍ଗ ମେସିନ ବୁଲାଇବାକୁ ସମସ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଜିଲ୍ଲା ପଂଚାୟତ ଅଧିକାରୀଙ୍କୁ ଗ୍ରାମ ପଂଚାୟତ ମାନଙ୍କରେ ସଚେତନତା କରିବାକୁ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଲିଫ ଲେଟ, ପୋଷ୍ଟର ମାଧ୍ୟମରେ ସଚେତନ କରାଇବାକୁ, ବସ ଷ୍ଟାଣ୍ଡ ମାନଙ୍କରେ ଅବ୍ୟବହୃତ ଗାଡି, ଗ୍ୟାରେଜ ମାନଙ୍କରେ ସଚେତନତା ବିଷୟରେ R. T. O ଙ୍କୁ INDUSTRY AREA ରେ ପାଣି ଜମିବାକୁ ନଦେବା ପାଇଁ DIC ଙ୍କୁ ସମସ୍ତ ସ୍ୱୟଂ ସହାୟକ ଗୋଷ୍ଠୀ, ଅଙ୍ଗନବାଡି, ଶିକ୍ଷା ବିଭାଗ, କଂଟ୍ରାକଟର ମାନଙ୍କୁ ସଚେତନତା ବାର୍ତ୍ତା ପହଞ୍ଚେଇବା ପାଇଁ ବିଭାଗୀୟ ଅଧିକାରୀ DSWO, DEO, R&B ଙ୍କୁ ପରାମର୍ଶ ଦେଇଥଲେ।

ଲିଫ ଲେଟ, ପୋଷ୍ଟର ମାଧ୍ୟମରେ ବିଭିନ୍ନ ବିଭାଗୀୟ ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।

ଏଥିରେ ଡ଼ଃ ପ୍ରଶାନ୍ତ କୁମାର ଦାଶ DPHO, ଡ଼ଃ ରଘୁନାଥ ନାୟକ APDHO, ଏସ. କେ. ପରିଡା., CDAO, ରିଜ୍ୱାନା କାଭାବ, କାର୍ଯ୍ୟ ନିର୍ବାହୀ ଅଧିକାରୀ, ପୌର ପରିଷଦ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ପୁଷ୍ପାଞ୍ଜଳି ମିଶ୍ର, ଜିଲ୍ଲା ପଂଚାୟତ ଅଧିକାରୀ, ଶ୍ୟାମଳେନ୍ଦୁ ନାୟକ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଜ୍ୟୋତ୍ସ୍ନା ମୟୀ ଆଚାର୍ଯ୍ୟ, ଏବଂ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ. ଶେଷରେ ଧନ୍ୟବାଦ ଦେଇ ସଭା ସାଙ୍ଗ କରାଯାଇଥିଲା।

କେ. ସୁଦର୍ଶନ ଚକ୍ରବର୍ତ୍ତି ଖୋର୍ଦ୍ଧା
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

ହ୍ୱାଟ୍ସଆପ୍ ଗ୍ରୁପରେ ଇସ୍ତଫା ଘୋଷଣା, ପରଦିନ ଡିଲିଟ୍! ତିରୁବନନ୍ତପୁରମରେ ବିଜେପିକୁ ନେଇ ବଡ଼ ରାଜନୈତିକ ଝଡ଼

October 4, 2026
Latest News

ଘରେ ତିଆରି କରନ୍ତୁ ଭେଣ୍ଡି ହେୟାର୍ ସ୍ପା ଜେଲ୍: ବିନା କେମିକାଲ୍‌ରେ କେଶ ହେବ କେରାଟିନ୍ ପରି କୋମଳ ଓ ସିଧା

October 5, 2026

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

PF ଓ EPS ନେଇ ବଡ଼ ଭୁଲ କରୁଛନ୍ତି କି? ଚାକିରି ବଦଳ ପୂର୍ବରୁ ଜାଣନ୍ତୁ ଏହି ନିୟମ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.