Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋରଖପୁର ରେଳ ଷ୍ଟେସନରୁ ଦୁଇଟି ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଗୋରଖପୁର ରେଳ ଷ୍ଟେସନରୁ ଦୁଇଟି ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

July 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗୋରଖପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଗୋରଖପୁର ରେଳ ଷ୍ଟେସନରୁ ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଦୁଇଟି ବନ୍ଦେ ଭାରତ ଟ୍ରେନ୍ ହେଉଛି ଗୋରଖପୁର – ଲକ୍ଷ୍ନୌ ବନ୍ଦେ ଭାରତ ଏକ୍ସପ୍ରେସ ଏବଂ ଯୋଧପୁର – ଅହମ୍ମଦାବାଦ (ସାବରମତୀ) ବନ୍ଦେ ଭାରତ ଏକ୍ସପ୍ରେସ। ପ୍ରଧାନମନ୍ତ୍ରୀ ଗୋରଖପୁର ରେଳ ଷ୍ଟେସନର ପୁନଃବିକାଶ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ , ଯାହା ପାଇଁ ଆନୁମାନିକ ବ୍ୟୟ ପ୍ରାୟ ୪୯୮ କୋଟି  ଟଙ୍କା ରହିଛି ଏବଂ ସେ ପ୍ରସ୍ତାବିତ ଗୋରଖପୁର ରେଳ ଷ୍ଟେସନର ମଡେଲକୁ ମଧ୍ୟ ଯାଞ୍ଚ କରିଥିଲ ।

ପ୍ରଧାନମନ୍ତ୍ରୀଙ୍କ ସହ ଉତ୍ତରପ୍ରଦେଶର ରାଜ୍ୟପାଳ ଶ୍ରୀମତୀ ଆନନ୍ଦି ବେନ୍ ପଟେଲ, ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଗୋରଖପୁରର ସାଂସଦ ରବି କିଷାନ ମଧ୍ୟ ଏଠାରେ ଉପସ୍ଥିତ ଥିଲେ।

ପୃଷ୍ଠଭୂମି

ଗୋରଖପୁର – ଲକ୍ଷ୍ନୌ ବନ୍ଦେ ଭାରତ ଏକ୍ସପ୍ରେସ ଅଯୋଧ୍ୟା ଦେଇ ଯାତ୍ରା କରିବ ଏବଂ  ପର୍ଯ୍ୟଟନ କ୍ଷେତ୍ରକୁ ବୃଦ୍ଧି କରିବା ସହିତ ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ସହର ଗୁଡ଼ିକ ସହ ଯୋଗାଯୋଗରେ ଉନ୍ନତି ଆଣିବ। ଯୋଧପୁର – ସାବରମତୀ ବନ୍ଦେ ଭାରତ ଏକ୍ସପ୍ରେସ ଯୋଧପୁର, ଆବୁ ରୋଡ, ଏବଂ ଅହମ୍ମଦାବାଦ ଭଳି ପ୍ରସିଦ୍ଧ ସ୍ଥାନଗୁଡିକ ସହିତ ସଂଯୋଗକୁ ବୃଦ୍ଧି କରିବ ଏବଂ ଏହି ଅଞ୍ଚଳର ସାମାଜିକ – ଅର୍ଥନୈତିକ ବିକାଶକୁ ବୃଦ୍ଧି କରିବ।

ପ୍ରାୟ ୪୯୮ କୋଟି ଟଙ୍କା ବ୍ୟୟରେ ହେବାକୁ ଯାଉଥିବା ଗୋରଖପୁର ରେଳ ଷ୍ଟେସନର ପୁନଃନିର୍ମାଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ ଯାତ୍ରୀ ମାନଙ୍କୁ ବିଶ୍ୱ ସ୍ତରୀୟ ସୁବିଧା ପ୍ରଦାନ କରିବ।

ଉତ୍ତରପ୍ରଦେଶ ଗୋରଖପୁର ନରେନ୍ଦ୍ର ମୋଦୀ ବନ୍ଦେ ଭାରତ ଟ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026
Latest News

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026

ଜାତିସଂଘରେ ଆମେରିକା – ଇରାନ ମୁହାଁମୁହିଁ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.