Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସଟିଏଫକୁ ବଡ ସଫଳତା: ଖୋର୍ଦ୍ଧା ବାଘମାରୀରୁ ୧ କୋଟି ମୂଲ୍ୟର ବ୍ରାଉନ ସୁଗାର ଜବତ
ଆଜିର ଖବର

ଏସଟିଏଫକୁ ବଡ ସଫଳତା: ଖୋର୍ଦ୍ଧା ବାଘମାରୀରୁ ୧ କୋଟି ମୂଲ୍ୟର ବ୍ରାଉନ ସୁଗାର ଜବତ

July 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ
ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

ଭୁବନେଶ୍ଵର: ଆଜି କ୍ରାଇମବ୍ରାଞ୍ଚ ଏସଟିଏଫକୁ ବଡ ସଫଳତା ମିଳିଛି। ଖୋର୍ଦ୍ଧା ବାଘମାରୀ ଅଞ୍ଚଳରୁ ୧ କୋଟି ଟଙ୍କା ମୂଲ୍ୟର ବ୍ରାଉନ ସୁଗାର ଜବତ କରିଛି। ଏହା ସହିତ ଜଣେ ଅଭିଯୁକ୍ତଙ୍କୁ ଏସଟିଏଫ ଗିରଫ କରିଛି।

ସୂଚନା ଅନୁଯାୟୀ, ଖୋର୍ଦ୍ଧା ବାଘମାରୀ ଅଞ୍ଚଳରେ ବ୍ରାଉନ ସୁଗାର ଡିଲ ହେଉଥିବାର ଏସଟିଏଫ ପାଖକୁ ସୂଚନା ଆସିଥିଲା। ତେବେ ବିଳମ୍ବ ନକରି କାରବାର ଚାଲିଥିବା ବେଳେ ଏସଟିଏଫ ଘଟଣାସ୍ଥଳରେ ପହଞ୍ଚିଯାଇଥିଲା। ଯାହାଫଳରେ ଏସଟିଏଫ ୧ କିଲୋ ୧୦୦ ଗ୍ରାମର ବ୍ରାଉନସୁଗାର ଜବତ କରିବାରେ ସଫଳ ହୋଇଥିଲା। ଏବଂ ସେଠାରୁ ଜଣେ ଡିଲରଙ୍କୁ ଏସଟିଏଫ ଗିରଫ କରିଥିଲା।

ଏସଟିଏଫ କ୍ରାଇମବ୍ରାଞ୍ଚ ବ୍ରାଉନ ସୁଗାର ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ଦେବଗଡ଼ରେ ଚାଞ୍ଚଲ୍ୟ: ପ୍ରେମିକା ଘର ନିକଟରୁ ପ୍ରେମିକଙ୍କ ମୃତଦେହ ଉଦ୍ଧାର

September 17, 2026

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026

୧୮ ରୁ କଟକରେ ଆନ୍ତର୍ଜାତିକ ବାଣିଜ୍ୟମେଳା: ୧୦ ଦେଶ ଓ ୨୨ ରାଜ୍ୟର ବ୍ୟବସାୟୀ ହେବେ ସାମିଲ

September 17, 2026

ଗଣେଶଙ୍କ ମୂର୍ତ୍ତି ଭସାଣି ବେଳେ ପୋଲିସଙ୍କୁ ଆକ୍ରମଣ, ୬ ଗିରଫ

September 17, 2026
Latest News

ଦେବଗଡ଼ରେ ଚାଞ୍ଚଲ୍ୟ: ପ୍ରେମିକା ଘର ନିକଟରୁ ପ୍ରେମିକଙ୍କ ମୃତଦେହ ଉଦ୍ଧାର

September 17, 2026

୧୦୦% ଶୁଳ୍କ ବିଲ୍ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ: ଟ୍ରମ୍ପଙ୍କୁ ଦେଲା କଡ଼ା ବାର୍ତ୍ତା

September 17, 2026

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026

୨୦୧୩ ଝିରମ୍ ଘାଟି ମାଓ ଆକ୍ରମଣ: ୧୦ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର NIA କୋର୍ଟ

September 17, 2026

ଆଇସିସି ଟି-୨୦ ରାଙ୍କିଙ୍ଗ୍: ବ୍ୟାଟିଂ ଶୀର୍ଷରେ ଈଶାନ୍, ଦ୍ୱିତୀୟ ସ୍ଥାନକୁ ଉଠିଲେ ଅଭିଷେକ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.