Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାର୍ଯ୍ୟରେ ଯୋଗଦେଲେ ନୂତନ ଏସ୍‌ପି ରାହୁଲ ଜୈନ
ଆଜିର ଖବର

କାର୍ଯ୍ୟରେ ଯୋଗଦେଲେ ନୂତନ ଏସ୍‌ପି ରାହୁଲ ଜୈନ

July 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୁଧାକର ମିଶ୍ର

ନୟାଗଡ଼: ନୟାଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ ଦାୟିତ୍ୱ ଗ୍ରହଣ କରିଛନ୍ତି। ନୟାଗଡ଼ ଜିଲ୍ଲା ପୂର୍ବତନ ଆରକ୍ଷୀ ଅଧିକ୍ଷକ ଅଲେଖ ଚନ୍ଦ୍ର ପହି ଗତ ୩୦ ତାରିଖରେ ଅବସର ଗ୍ରହଣ କରିଥିଲେ। ଏହା ପରଠାରୁ ଖୋର୍ଦ୍ଧା ଏସ୍‌ପି ସିଦ୍ଧାର୍ଥ କାଟାରିଆ ନୟାଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଭାବେ ଦାୟିତ୍ୱରେ ରହିଥିଲେ।

ଗତ ଦୁଇଦିନ ତଳେ ରାଜ୍ୟ ସରକାର ଆରକ୍ଷୀ ଅଧିକ୍ଷକ ଭାବେ ରାହୁଲ ଜୈନଙ୍କୁ ଭୁବନେଶ୍ୱରରୁ ନୟାଗଡ଼ ବଦଳି କରିଥିଲେ। ଆଜି ସେ ଖୋର୍ଦ୍ଧା ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟାରିଆଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଇନ୍ ଶୃଙ୍ଖଳା ପରିସ୍ଥିତିକୁ କଡା ନଜରରେ ରଖିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହିତ ନିଶା କାରବାର ଉପରେ କଡା ନଜର ରହିବ ବୋଲି ପ୍ରକାଶ କରିଛନ୍ତି।

ବ୍ରାଉନସୁଗାର ବେପାରୀଙ୍କ ଉପରେ ସ୍ୱତନ୍ତ୍ର ଧ୍ୟାନ ରଖାଯିବ ସହ ଆଇନ୍ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରାଯିବ ବୋଲି ନୂତନ ଏସ୍‌ପି ରାହୁଲ ଜୈନ ପ୍ରକାଶ କରିଛନ୍ତି।

ଆରକ୍ଷୀ ଅଧିକ୍ଷକ ନୟାଗଡ଼ ଜିଲ୍ଲା ନୂତନ ଏସ୍‌ପି
Share. Facebook Twitter LinkedIn Email WhatsApp Copy Link

Related Posts

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Latest News

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଆଜି ଆପଣଙ୍କ ଆକାଉଣ୍ଟରେ ଜମା ହେବ କିଷାନ ସମ୍ମାନ ନିଧି ଟଙ୍କା: ତୁରନ୍ତ କରନ୍ତୁ ଯାଞ୍ଚ

March 13, 2026

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.