Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନ2 ଓ ଏନ3 ମୋଟର ଯାନ କ୍ୟାବିନରେ ଏୟାର କଣ୍ଡିସନ ଲଗାଇବା ବାଧ୍ୟତାମୂଳକ
ଆଜିର ଖବର

ଏନ2 ଓ ଏନ3 ମୋଟର ଯାନ କ୍ୟାବିନରେ ଏୟାର କଣ୍ଡିସନ ଲଗାଇବା ବାଧ୍ୟତାମୂଳକ

July 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଗାମୀ 2025 ଜାନୁଆରୀ ପହିଲା ପରେ ନିର୍ମାଣ ହେବାକୁ ଥିବା ଏନ2 ଏବଂ ଏନ3 ବର୍ଗର ମୋଟର ଯାନ କ୍ୟାବିନରେ ବାତାନୁକୂଳିତ ବା ଏୟାର କଣ୍ଡିସନ ସିଷ୍ଟମ ସଂଯୋଗ କରିବା ବାଧ୍ୟତାମୂଳକ ହେବ। ଏ ସଂକ୍ରାନ୍ତରେ 10 ଜୁଲାଇ 2023ରେ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଚିଠା ବିଜ୍ଞପ୍ତି ଜାରି କରାଯାଇଛି।

ଏୟାର କଣ୍ଡିସନ ବ୍ୟବସ୍ଥା ଲାଗିବାକୁ ଥିବା କ୍ୟାବିନର ପ୍ରଦର୍ଶନ ପରୀକ୍ଷଣକୁ ଆଇଏସ 14618: 2022 ଅନୁଯାୟୀ କରାଯିବ, ଯାହାକି ବିଭିନ୍ନ ସମୟରେ ସଂଶୋଧନ କରାଯାଇଛି।

ବିଜ୍ଞପ୍ତି ପ୍ରକାଶ ପାଇବା ତାରିଖ ଠାରୁ 30 ଦିନ ମଧ୍ୟରେ ଅଂଶୀଦାରଙ୍କ ଠାରୁ ମତାମତ/ପରାମର୍ଶ ଲୋଡ଼ାଯାଇଛି। ଏଥିପାଇଁ comments-morth[at]gov[dot]in ମତାମତ/ପରାମର୍ଶ ପଠାଯାଇପାରିବ।

Share. Facebook Twitter LinkedIn Email WhatsApp Copy Link

Related Posts

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026
Latest News

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.