Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କବିସୂର୍ଯ୍ୟ ନଗର ସହରରେ ଆତଙ୍କରାଜ, ଦୁଇ ଯୁବକଙ୍କୁ ଗୋଡାଇ ଗୋଡାଇ ଖଣ୍ଡାରେ ଆକ୍ରମଣ
ଆଜିର ଖବର

କବିସୂର୍ଯ୍ୟ ନଗର ସହରରେ ଆତଙ୍କରାଜ, ଦୁଇ ଯୁବକଙ୍କୁ ଗୋଡାଇ ଗୋଡାଇ ଖଣ୍ଡାରେ ଆକ୍ରମଣ

July 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
କବିସୂର୍ଯ୍ୟନଗର ଥାନା
ବୋମା ବିସ୍ଫୋରଣରେ ଦୁଇ ନାବାଳକ ଗୁରୁତର

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: କବିସୂର୍ଯ୍ୟ ନଗର ଥାନା ଅନ୍ତର୍ଗତ ସହରର ମୁଖ୍ୟ ରାସ୍ତାରେ କିଛି ଯୁବକ ଆତଙ୍କ ସୃଷ୍ଟି କରିବା ସହ ନଇ ସାହିର ପାଣ୍ଡା ଗୌଡ଼ ଓ ସାନ ଗୌଡ଼ ନାମକ ଦୁଇ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଗୁରୁତର ଆହତ ଯୁବକ ଦୁଇଙ୍କୁ ପ୍ରଥମେ କବିସୂର୍ଯ୍ୟ ନଗର ଡାକ୍ତରଖାନାରେ ଚିକିତ୍ସା କରିବା ପରେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

ଏତଦବ୍ୟତୀତ ବାଙ୍କ ବେହେରା ସାହିରେ ବୋମା ବିସ୍ଫୋରଣ ହୋଇଛି। ଯ’ଦ୍ଵାରା ସହର ବାସୀ ଆତଙ୍କିତ ହୋଇପଡିଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ଓ ଆକ୍ରମଣ କରିଥିବା ଯୁବକ ମାନଙ୍କୁ ଖୋଜିବା ଆରମ୍ଭ କରିଛି।

କବିସୂର୍ଯ୍ୟ ନଗର ଖଣ୍ଡାରେ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.