Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲା ପୋଲିସର ଇନ୍ସପେକ୍ଟର ସ୍ତରରେ ଛୋଟ ଅଦଳବଦଳ, ବଦଳିଲେ ବାଣପୁର ଆଇଆଇସି
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲା ପୋଲିସର ଇନ୍ସପେକ୍ଟର ସ୍ତରରେ ଛୋଟ ଅଦଳବଦଳ, ବଦଳିଲେ ବାଣପୁର ଆଇଆଇସି

July 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା
ଖୋର୍ଦ୍ଧା ଜିଲ୍ଲା ପୋଲିସର ବଡ଼ ଧରଣର ଅଦଳବଦଳ: ୨୬ ଏସ୍‌ଆଇ ଏବଂ ଏଏସ୍‌ଆଇଙ୍କ ବଦଳି

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ପୋଲିସ ଇନ୍ସପେକ୍ଟର ସ୍ତରରେ ଆଜି ଛୋଟ ଧରଣର ଅଦଳବଦଳ ହୋଇଛି। ନିକଟରେ ଜିଲ୍ଲା ପୋଲିସର ୧୦ ଜଣ ଇନ୍ସପେକ୍ଟରଙ୍କ ବଦଳି ହୋଇଥିବାରୁ ବିଭିନ୍ନ ଥାନା ଖାଲି ପଡିଥିଲା। ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଯୋଗ ଦେଇଥିବା ନୂତନ ଇନ୍ସପେକ୍ଟରମାନଙ୍କୁ ବିଭିନ୍ନ ଥାନା ଓ ଜିଲ୍ଲା ପୋଲିସ ମୁଖ୍ୟାଳୟର ବିଭିନ୍ନ ବିଭାଗରେ ଦାୟିତ୍ୱ ଦିଆଯାଇଛି।

ଖୋର୍ଦ୍ଧା ଟାଉନ ଥାନା ଅତିରିକ୍ତ ଆଇଆଇସି କାହ୍ନୁ ଚରଣ ସ୍ୱାଇଁଙ୍କ ସଦର ଥାନା ଆଇଆଇସି ଭାବେ ବଦଳି ହୋଇଥିବା ବେଳେ ବାଣପୁର ଆଇଆଇସି ଜୟପ୍ରକାଶ ପରିଡ଼ାଙ୍କ ବାଲୁଗାଁ ଥାନା ଆଇଆଇସି, ଜିଲ୍ଲା ପୋଲିସ ମୁଖ୍ୟାଳୟ ଇନ୍ସପେକ୍ଟର ରମେଶ ଚନ୍ଦ୍ର ଦେବତାଙ୍କୁ ବାଣପୁର ଥାନା ଆଇଆଇସି,ଜିଲ୍ଲା ପୋଲିସ ମୁଖ୍ୟାଳୟ ଇନ୍ସପେକ୍ଟର ଜ୍ଞାନେନ୍ଦ୍ର କୁମାର ସାହୁଙ୍କୁ ଟାଉନ ଥାନା ଅତିରିକ୍ତ ଆଇଆଇସି ଏବଂ ଜିଲ୍ଲା ପୋଲିସ ମୁଖ୍ୟାଳୟ ଇନ୍ସପେକ୍ଟର ରବୀନ୍ଦ୍ର ନାଥ ସେଠିଙ୍କୁ ଜିଲ୍ଲା ପୋଲିସ ମୁଖ୍ୟାଳୟ ଏସଆର ସେକ୍ସନ ଇନଚାର୍ଜ ଭାବେ ନିଯୁକ୍ତି ମିଳିଛି।

ସମସ୍ତ ଅଧିକାରୀମାନଙ୍କୁ ତୁରନ୍ତ ସେମାନଙ୍କ ନୂତନ ସ୍ଥାନରେ ଯୋଗଦେବା ପାଇଁ ଏସପି ନିର୍ଦ୍ଦେଶ ଦେଇଛନ୍ତି।

ଇନ୍ସପେକ୍ଟର ଖୋର୍ଦ୍ଧା ଜିଲ୍ଲା ପୋଲିସ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Latest News

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.