Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଜୁ ଜଙ୍ଗଲରୁ ମୃତଦେହ ଉଦ୍ଧାର
ଆଜିର ଖବର

କାଜୁ ଜଙ୍ଗଲରୁ ମୃତଦେହ ଉଦ୍ଧାର

July 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଦିଗପହଣ୍ଡି ଥାନା ଅନ୍ତର୍ଗତ ମୌଳାଭଞ୍ଜା ପୋଲ୍ ନିକଟସ୍ଥ କାଜୁ ଜଙ୍ଗଲରୁ ଜଣେ ଯୁବକଙ୍କ ଶବ ଉଦ୍ଧାର କରାଯାଇଛି।

ସୁଚନା ଅନୁଯାୟୀ, ମୃତ ଯୁବକ ଜଣକ ଛଣମେରୀ ଗ୍ରାମର ଲଳିତ ରାଉଳ ଓ ସେ ମାର୍ବଲ୍ ମିସ୍ତ୍ରୀ ଭାବେ କାମ କରୁଥିଲେ। ଉକ୍ତ କାଜୁ ଜଙ୍ଗଲରେ ତାଙ୍କର ଶବ ପଡ଼ିଥିବା ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତାଙ୍କର ମୁହଁରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି।

କାଜୁ ଜଙ୍ଗଲ ଦିଗପହଣ୍ଡି ଥାନା ମୃତଦେହ ଉଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ପୂର୍ଣ୍ଣ ନୂଆ ରୂପରେ ଜିଓଫାଇନାନ୍ସ ଆପ୍ ଶୁଭାରମ୍ଭ: ଏବେ କେଉଁଠି ନିବେଶ କରିବେ କହିବ ଏଆଇ

March 1, 2026

ଦୁବାଇ ସମେତ ୟୁଏଇ ଉପରେ ସିରିଜ ଆକ୍ରମଣ ଆରମ୍ଭ କଲା ଇରାନ 

March 1, 2026

ଖାମେନେଇଙ୍କ ମୃତ୍ୟୁ ପରେ ପାକିସ୍ତାନରେ ମଧ୍ୟ ବିରୋଧ!: ଆମେରିକୀୟ ଦୂତାବାସ ଉପରେ ଆକ୍ରମଣ, ଆଠ ମୃତ

March 1, 2026

ଖାମେନେଇଙ୍କ ମୃତ୍ୟୁକୁ ନେଇ କାଶ୍ମୀରରେ ଉତ୍ତେଜନା: ଲାଲ ଚୌକରେ ସମର୍ଥକଙ୍କ ପ୍ରତିବାଦ

March 1, 2026
Latest News

ସମ୍ପୂର୍ଣ୍ଣ ନୂଆ ରୂପରେ ଜିଓଫାଇନାନ୍ସ ଆପ୍ ଶୁଭାରମ୍ଭ: ଏବେ କେଉଁଠି ନିବେଶ କରିବେ କହିବ ଏଆଇ

March 1, 2026

ଆଜି ସେମିଫାଇନାଲ ପାଇଁ ମହା ଲଢେଇ: ଜାଣନ୍ତୁ ଭାରତ ବନାମ ୱେଷ୍ଟଇଣ୍ଡିଜ୍ ମଧ୍ୟରେ କାହାର ପଲ୍ଲା ଭାରି?

March 1, 2026

ଦୁବାଇ ସମେତ ୟୁଏଇ ଉପରେ ସିରିଜ ଆକ୍ରମଣ ଆରମ୍ଭ କଲା ଇରାନ 

March 1, 2026

ଖାମେନେଇଙ୍କ ମୃତ୍ୟୁ ପରେ ପାକିସ୍ତାନରେ ମଧ୍ୟ ବିରୋଧ!: ଆମେରିକୀୟ ଦୂତାବାସ ଉପରେ ଆକ୍ରମଣ, ଆଠ ମୃତ

March 1, 2026

ଖାମେନେଇଙ୍କ ମୃତ୍ୟୁକୁ ନେଇ କାଶ୍ମୀରରେ ଉତ୍ତେଜନା: ଲାଲ ଚୌକରେ ସମର୍ଥକଙ୍କ ପ୍ରତିବାଦ

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.