
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆୟୁଷ୍ମାନ ଯୋଜନା ୧.୬୦ ଲକ୍ଷ ସ୍ୱାସ୍ଥ୍ୟ ଓ ସୁସ୍ଥତା କେନ୍ଦ୍ରକୁ ବିସ୍ତାର ହେବାକୁ ପ୍ରଶଂସା କରିଛନ୍ତି।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମନସୁଖ ମାଣ୍ଡଭ୍ୟଙ୍କ ଏକ ଟୁଇଟ୍ ସେୟାର କରି ପ୍ରଧାନମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ, ‘ଗରିବଙ୍କ ପାଇଁ ଉନ୍ନତମାନର ତଥା ସୁଲଭ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ କରିବାକୁ ଆମର ପ୍ରୟାସ ଗତିଶୀଳ ହେବାରେ ଲାଗିଛି’।