Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଆ ବିଶ୍ବବିଦ୍ୟାଳୟରେ ନାମଲେଖା ପାଇଁ ଆଜି ହେଉଛି ଶେଷ ତାରିଖ
ଆଜିର ଖବର

ଓଡିଆ ବିଶ୍ବବିଦ୍ୟାଳୟରେ ନାମଲେଖା ପାଇଁ ଆଜି ହେଉଛି ଶେଷ ତାରିଖ

July 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
odia university

ଭୁବନେଶ୍ବର: ଓଡିଆ ବିଶ୍ବବିଦ୍ୟାଳୟରେ ନାମଲେଖା ପାଇଁ ଆଜି ଶେଷ ତାରିଖ। ଏନେଇ ଉଚ୍ଚ ଶିକ୍ଷା ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇତଇଲା। ସତ୍ୟବାଦୀଠାରେ ପ୍ରତିଷ୍ଠିତ ଏହି ବିଶ୍ବବିଦ୍ୟାଳୟ ପାଇଁ ପ୍ରଥମ ଥର ନାମଲେଖା ହେବ। ଏଥିରେ ଇଣ୍ଟିଗ୍ରେଟେଡ ଏମ.ଏ ଏବଂ ପିଏଚଡି କରିବା ପାଇଁ ନାମଲେଖା ଯିବ। ଏହି ନାମଲେଖା ଅନଲାଇନରେ କାରାଯାଉଛି।

ଏହି ପାଠ୍ୟକ୍ରମ ପାଇଁ ବିଶ୍ବବିଦ୍ୟାଳୟ ତରଫରୁ ପ୍ରବେଶିକା ପରୀକ୍ଷା କରାଯିବ। ଓଡିଶାର ଚାରୋଟି ସ୍ଥାନରେ ଏହା କରିବାକୁ ଉଚ୍ଚ ଶିକ୍ଷା ବିଭାଗ ନିଷ୍ପତି ଗ୍ରହଣ କରିଛି। ସେଗୁଡିକ ହେଲା ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର ଏବଂ ସମ୍ବଲପୁର। ଏହି ପ୍ରବେଶିକା ପରୀକ୍ଷା ପାଇଁ ସାଧାରଣ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ୫୦୦ ଟଙ୍କା ରଖାଯାଇଥିବା ବେଳେ, ଅନୁସୁଚିତ ଜାତି ଓ ଜନ ଜାତିଙ୍କ ପାଇଁ ୩୦୦ ଟଙ୍କା ରଖାଯାଇଛି।

Odia University ଓଡିଆ ବିଶ୍ବବିଦ୍ୟାଳୟ ବିଜ୍ଞପ୍ତି ପ୍ରକାଶ ଶେଷ ତାରିଖ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ମାଟିରୁ ନୀଳ ବିପ୍ଳବର ଶୁଭାରମ୍ଭ, ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନର ଶୁଭାରମ୍ଭ କଲେ ଉପରାଷ୍ଟ୍ରପତି

July 9, 2026

ମମତା ବାନାର୍ଜୀଙ୍କୁ ହାଇକୋର୍ଟରୁ ବଡ଼ ଆଶ୍ଵସ୍ତି: ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଉଠାଇପାରିବେ ଟଙ୍କା

July 9, 2026

ବାଧା ଦେବ କି ବର୍ଷା?: ଜାଣନ୍ତୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟି-୨୦ର ପାଣିପାଗ ସ୍ଥିତି

July 9, 2026

୨୭ ବର୍ଷ ଧରି ବ୍ରିଷ୍ଟଲରେ ଭାରତ ଅପରାଜୟ: ଆଜି କିଏ ନେବ ସଚିନ, ଦ୍ରାବିଡ ଏବଂ ରୋହିତଙ୍କ ସ୍ଥାନ?

July 9, 2026
Latest News

୨୦୦୦ ଟଙ୍କିଆ ନୋଟ୍ ଉପରେ ବଡ଼ ଅପଡେଟ୍: ଜରୁରୀ ସୂଚନା ଜାରି କଲା RBI

July 9, 2026

ଓଡ଼ିଶା ମାଟିରୁ ନୀଳ ବିପ୍ଳବର ଶୁଭାରମ୍ଭ, ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନର ଶୁଭାରମ୍ଭ କଲେ ଉପରାଷ୍ଟ୍ରପତି

July 9, 2026

NEET ପରେ UGC NET ମଧ୍ୟ ଲିକ୍!: ପ୍ରଶ୍ନ ପତ୍ର ୨.୫ ଲକ୍ଷ ଟଙ୍କାରେ ବିକ୍ରି ହୋଇଥିବା ଅଭିଯୋଗ

July 9, 2026

ମମତା ବାନାର୍ଜୀଙ୍କୁ ହାଇକୋର୍ଟରୁ ବଡ଼ ଆଶ୍ଵସ୍ତି: ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଉଠାଇପାରିବେ ଟଙ୍କା

July 9, 2026

ବାଧା ଦେବ କି ବର୍ଷା?: ଜାଣନ୍ତୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟି-୨୦ର ପାଣିପାଗ ସ୍ଥିତି

July 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.