Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: କଂଗ୍ରେସରୁ ନିଳମ୍ବନ ହେଲେ ମହମ୍ମଦ ମୋକିମ ଏବଂ ଚିରଞ୍ଜୀବ ବିଶ୍ବାଳ
ଆଜିର ଖବର

Breaking News: କଂଗ୍ରେସରୁ ନିଳମ୍ବନ ହେଲେ ମହମ୍ମଦ ମୋକିମ ଏବଂ ଚିରଞ୍ଜୀବ ବିଶ୍ବାଳ

July 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
MdMokim
କଂଗ୍ରେସରୁ ନିଳମ୍ବନ ହେଲେ ମହମ୍ମଦ ମୋକିମ ଏବଂ ଚିରଞ୍ଜୀବି ବିଶ୍ବାଳ

ଭୁବନେଶ୍ବର: ଆଜି ଏକ ଘଟଣା କ୍ରମେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଏବଂ ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ ଦଳରୁ ନିଲମ୍ବିତ ହୋଇଛନ୍ତି। ଏ ନେଇ ଏଆଇସିସି ତରଫରୁ ସୂଚନା ପ୍ରଦାନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ନେଇ ତାଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଉଭୟ ଏକ ସଭାରେ କଂଗ୍ରେସ ବିରୋଧରେ ଟିପ୍ପଣୀ ଦେଇଥିଲେ। ସେଥିପାଇଁ ଦଳ ତରଫରୁ ତାଙ୍କୁ କାରଣ ଦର୍ଶା ନୋଟିସ ଜାରୀ କରାଯାଇଥିଲା। ଏହାପରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।

କଂଗ୍ରେସ ଚିରଞ୍ଜୀବ ବିଶ୍ବାଳ ମହମ୍ମଦ ମୋକିମ
Share. Facebook Twitter LinkedIn Email WhatsApp Copy Link

Related Posts

ଆନ୍ତର୍ଜାତୀୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଗୌରବ ଆଣିଥିବା ରାଜ୍ୟର ଚାରି କ୍ରୀଡ଼ାବିତ୍ ସମ୍ମାନିତ

February 1, 2026

କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ଆଜି ଖୋଲିବ କି ସେୟାର ବଜାର?: ବଜେଟ୍ ଉପସ୍ଥାପନ ପୂର୍ବରୁ ଅଖିଳେଶ ଯାଦବଙ୍କ ତାଚ୍ଛଲ୍ୟ

February 1, 2026

ନୂଆ ସମବାୟ ନୀତି-2026 କୁ କ୍ୟାବିନେଟ୍ ଅନୁମୋଦନ

February 1, 2026
Latest News

ବଜେଟ୍ ଉପସ୍ଥାପନ ସହିତ ରେକର୍ଡ ସୃଷ୍ଟି କରିବେ ସୀତାରମଣ: ଇତିହାସର ପୃଷ୍ଠାରେ ଲିପିବଦ୍ଧ ହେବ ନାମ

February 1, 2026

ଆନ୍ତର୍ଜାତୀୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଗୌରବ ଆଣିଥିବା ରାଜ୍ୟର ଚାରି କ୍ରୀଡ଼ାବିତ୍ ସମ୍ମାନିତ

February 1, 2026

କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ଆଜି ଖୋଲିବ କି ସେୟାର ବଜାର?: ବଜେଟ୍ ଉପସ୍ଥାପନ ପୂର୍ବରୁ ଅଖିଳେଶ ଯାଦବଙ୍କ ତାଚ୍ଛଲ୍ୟ

February 1, 2026

ବଜେଟ୍ ପୂର୍ବରୁ ବଡ଼ ଝଟକା: ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.