Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ପରେ ଟମାଟୋର ପାଇକାରୀ ମୂଲ୍ୟରେ ହ୍ରାସ
ଆଜିର ଖବର

କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ପରେ ଟମାଟୋର ପାଇକାରୀ ମୂଲ୍ୟରେ ହ୍ରାସ

July 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶରେ ଅନେକ ସ୍ଥାନରେ ଟମାଟୋର ମୂଲ୍ୟ ଅସ୍ବାଭାବିକ ଭାବରେ ଅଧିକ ଥିଲା। କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ କାରଣରୁ ଟମାଟୋର ପାଇକାରୀ ମୂଲ୍ୟ ହ୍ରାସ ହୋଇଛି। ଟମାଟୋର ପାଇକାରୀ ମୂଲ୍ୟ କିଲୋ ପିଛା 90 ଟଙ୍କା କରାଯିବ।

ସାରା ଦେଶରେ 500 ରୁ ଅଧିକ ସ୍ଥାନରେ ସ୍ଥିତିର ପୁନଃ ଆକଳନ କରିବା ପରେ ରବିବାର 16 ଜୁଲାଇ 2023 ରେ ଏହାକୁ କିଲୋ ପିଛା 80 ଟଙ୍କାରେ ବିକ୍ରି କରିବାକୁ ନିଷ୍ପତ୍ତି ନିଆଯାଇଛି। ଭାରତୀୟ ରାଷ୍ଟ୍ରୀୟ କୃଷି ସହକାରୀ ବିପଣନ ସଂଘ (ନାଫେଡ୍‌) ଏବଂ ରାଷ୍ଟ୍ରୀୟ ଖାଉଟି ସହକାରୀ ସଂଘ (ଏନସିସିଏଫ୍‌) ମାଧ୍ୟମରେ ଦିଲ୍ଲୀ, ନଏଡା, ଲକ୍ଷ୍ମୌ, କାନପୁର, ବାରଣାସୀ, ମୁଜାଫରପୁର ଏବଂ ଆରାର ବିଭିନ୍ନ ସ୍ଥାନରେ ଆଜି ଠାରୁ ବିକ୍ରି ଆରମ୍ଭ କରାଯାଇଛି। ବର୍ତ୍ତମାନ ବଜାର ମୂଲ୍ୟ ଆଧାରରେ କାଲି ଠାରୁ ଏହି ବିକ୍ରିର ସଂପ୍ରସାରଣ ଆହୁରି ଅଧିକ ସହରକୁ କରାଯିବ।

ଭାରତ ସରକାର ଗ୍ରାହକମାନଙ୍କୁ ସହାୟତା ପ୍ରଦାନ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ରହିଛନ୍ତି।

କେନ୍ଦ୍ର ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.