Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜି ଉଦୟଗିରି ଏନ୍ ଏ ସି ଅଧ୍ୟକ୍ଷାଙ୍କ ପରଲୋକ
ଆଜିର ଖବର

ଜି ଉଦୟଗିରି ଏନ୍ ଏ ସି ଅଧ୍ୟକ୍ଷାଙ୍କ ପରଲୋକ

July 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କନ୍ଧମାଳ ଜିଲ୍ଲା ଜି ଉଦୟଗିରି ଏନ୍ ଏ ସି ଅଧ୍ୟକ୍ଷା ଜ୍ଞାନପ୍ରଭା ମିଶ୍ରଙ୍କର ଅକାଳ ବିୟୋଗ ଘଟିଛି। ଭୁବନେଶ୍ୱର ଠାରେ ଏକ ଘରୋଇ ଡ଼ାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ପ୍ରକାଶ ଥାଉକି ଦିବଙ୍ଗତ ଅଧ୍ୟକ୍ଷା ଜି ଉଦୟଗିରି ଅଞ୍ଚଳରେ ଜଣେ ସମାଜସେବୀ ଓ ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଭାବେ ପରିଚିତ। ତାଙ୍କର ମୃତ୍ୟୁରେ ଜିଲ୍ଲାର ବହୁ ବୁଦ୍ଧିଜୀବୀ ଓ ବରିଷ୍ଠ ରାଜନେତା ଗଣ ଶୋକ ପ୍ରକାଶ କରିଛନ୍ତି।

କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ବିଜୁ ଜନତା ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Latest News

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.