Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କାଶ୍ମୀରରେ ଏନକାଉଣ୍ଟର!, ଭାରତୀୟ ସେନାଙ୍କ ଗୁଳିରେ ୪ ଆତଙ୍କବାଦୀ ନିହତ
ଆଜିର ଖବର

ଜମ୍ମୁ କାଶ୍ମୀରରେ ଏନକାଉଣ୍ଟର!, ଭାରତୀୟ ସେନାଙ୍କ ଗୁଳିରେ ୪ ଆତଙ୍କବାଦୀ ନିହତ

July 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁଞ୍ଚ ଏବଂ ସାମ୍ବାରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍: ହାଇ ଆଲର୍ଟରେ ସୁରକ୍ଷା ବାହିନୀ
ପୁଞ୍ଚ ଏବଂ ସାମ୍ବାରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍: ହାଇ ଆଲର୍ଟରେ ସୁରକ୍ଷା ବାହିନୀ

ଶ୍ରୀନଗର: ଜମ୍ମୁ କାଶ୍ମୀରର ପୁଞ୍ଚରେ ସୁରକ୍ଷା ବାହିନୀ ଏକ ବଡ଼ ସଫଳତା ପାଇଛି। ସୋମବାର ଦିନ ସୁରକ୍ଷା ବାହିନୀଙ୍କ ଏକ ଏନକାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ସୂଚନା ଅନୁଯାୟୀ, ସିନ୍ଧରା ଅଞ୍ଚଳରେ ସର୍ଚ୍ଚ ଅପରେସନ ସମୟରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୁରକ୍ଷା ବାହିନୀ ସୂଚନା ପାଇଥିଲେ। ଏହା ପରେ ଜମ୍ମୁ କାଶ୍ମୀର ପୋଲିସ ଏବଂ ସୁରକ୍ଷା ବାହିନୀ ମିଳିତ ଅପରେସନ କରି ୪ ଆତଙ୍କବାଦୀଙ୍କୁ ମୃତ୍ୟୁ ମୁଖରେ ପହଞ୍ଚାଇଥିଲେ।

ଏହାପୂର୍ବରୁ, ଜୁନ୍ ୨୩ ତାରିଖରେ ସୁରକ୍ଷା ବାହିନୀ ଏକ ବଡ ସଫଳତା ପାଇଥିଲା। ସେହି ଦିନ କୁପୱାରାରେ ସେନାଙ୍କ ଗୁଳିରେ ଚାରି ଆତଙ୍କବାଦୀ ନିହତ ହୋଇଥିଲେ। ଏହି ଏନକାଉଣ୍ଟର ସମ୍ପର୍କରେ ଜମ୍ମୁ କାଶ୍ମୀର ପୋଲିସ କହିଛି ଯେ, ପାକିସ୍ତାନ ଅଧିକୃତ କାଶ୍ମୀରରୁ ଆତଙ୍କବାଦୀମାନେ ଏଠାରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିଲେ। କିନ୍ତୁ ମିଳିତ ଅପରେସନରେ ଆତଙ୍କବାଦୀମାନେ ନିହତ ହୋଇଥିଲେ। କେବଳ ଏତିକି ନୁହେଁ ନିହତ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଗୁଳି ଜବତ କରାଯାଇଛି ବୋଲି ପୋଲିସ କହିଛି। ଏହି ଘଟଣା ପରଠାରୁ, LoC ଉପରେ ଅଧିକ ସୁରକ୍ଷା ବୃଦ୍ଧି କରାଯାଇଛି।

ଆତଙ୍କବାଦୀ ନିହତ ଏନକାଉଣ୍ଟର ଜମ୍ମୁ କାଶ୍ମୀର ପୁଞ୍ଚ ଭାରତୀୟ ସେନା
Share. Facebook Twitter LinkedIn Email WhatsApp Copy Link

Related Posts

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026
Latest News

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.