Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାନ ଚାଣ୍ଡିଙ୍କ ୭୯ ବର୍ଷ ବୟସରେ ଦେହାନ୍ତ
ଆଜିର ଖବର

କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାନ ଚାଣ୍ଡିଙ୍କ ୭୯ ବର୍ଷ ବୟସରେ ଦେହାନ୍ତ

July 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭେଟେରାନ କଂଗ୍ରେସ ନେତା ଓମାନ ଚାଣ୍ଡିଙ୍କ ୭୯ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ ପୁଅ ଚାଣ୍ଡି ଓମନ ଏକ ଫେସବୁକ ପୋଷ୍ଟ ଜରିଆରେ କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ମୃତ୍ୟୁ ବିଷୟରେ ସୂଚନା ଦେଇଛନ୍ତି। ସେ ତାଙ୍କ ପୋଷ୍ଟରେ ଲେଖିଛନ୍ତି ଯେ ଅପ୍ପାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନ ଧରି ଓମାନ୍ ଚାଣ୍ଡିଙ୍କ ସ୍ୱାସ୍ଥ୍ୟ ଭଲ ନଥିଲା, ତେଣୁ ସେ ଚିକିତ୍ସା ପାଇଁ ବାଙ୍ଗାଲୋରରେ ରହିଥିଲେ। କଂଗ୍ରେସର ବରିଷ୍ଠ ନେତା ଓମାନ ଚାଣ୍ଡି ଦୁଇଥର କେରଳର ମୁଖ୍ୟମନ୍ତ୍ରୀ ଥିଲେ। ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି।

ଏହା ସହିତ କେରଳ କଂଗ୍ରେସ ସଭାପତି କେ ସୁଧାକରନ୍ ଟୁଇଟ୍ କରି ଏ ବିଷୟରେ ସୂଚନା ଦେଇଛନ୍ତି। ଓମାନ ଚାଣ୍ଡିଙ୍କ ମୃତ୍ୟୁକୁ ନେଇ ସେ ଦୁଃଖ ପ୍ରକାଶ କରିଛନ୍ତି। ଓମାନ ଚାଣ୍ଡିଙ୍କୁ ବାଙ୍ଗାଲୋରର ଚିନ୍ମୟ ମିଶନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଟୁଇଟ୍ କରି କହିଛନ୍ତି ଯେ, “କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାନ୍ ଚାଣ୍ଡିଙ୍କୁ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି, ଯିଏକି ଜନତାଙ୍କ ନେତା ଭାବରେ ଛିଡା ହୋଇଥିଲେ। ତାଙ୍କର ଅଦମ୍ୟ ପ୍ରତିବଦ୍ଧତା ଏବଂ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ କେରଳର ଅଗ୍ରଗତି ଏବଂ ରାଜନୈତିକ ଦୃଶ୍ୟପଟ୍ଟକୁ ପ୍ରଭାବିତ କରିଛି। ପରିବାର ଏବଂ ସମର୍ଥକଙ୍କ ପ୍ରତି ସମବେଦନା।”

ଓମାନ ଚାଣ୍ଡି କେରଳ ଦେହାନ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Latest News

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.