Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାନ ଚାଣ୍ଡିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ
ଆଜିର ଖବର

କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାନ ଚାଣ୍ଡିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ

July 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାନ ଚାଣ୍ଡିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକବ୍ୟକ୍ତ କରିଛନ୍ତି। ନିଜ ନିଜ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଥିବାବେଳେ ଉଭୟଙ୍କ ମଧ୍ୟରେ ଥିବା ସମ୍ପର୍କକୁ ପ୍ରଧାନମନ୍ତ୍ରୀ ସ୍ମରଣ କରିଛନ୍ତି।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ‘ଶ୍ରୀ ଓମାନ ଚାଣ୍ଡିଙ୍କ ଦେହାନ୍ତରେ ଆମେ ଜଣେ ନମ୍ର ତଥା ଉତ୍ସର୍ଗୀକୃତ ନେତାଙ୍କୁ ହରାଇଛୁ, ଯେ କି ନିଜ ଜୀବନକୁ ଜନସେବାରେ ଉତ୍ସର୍ଗ କରିଥିଲେ ଏବଂ କେରଳର ବିକାଶ ଦିଗରେ କାର୍ଯ୍ୟ କରିଥିଲେ। ତାଙ୍କ ସହ ହୋଇଥିବା ବିଭିନ୍ନ କଥାବାର୍ତ୍ତା ମନେ ଅଛି, ବିଶେଷକରି ଯେତେବେଳେ ଆମେ ଦୁହେଁ ନିଜ ନିଜ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲୁ ଏବଂ ପରେ ମୁଁ ଯେତେବେଳେ ଦିଲ୍ଲୀକୁ ଗଲି। ଏହି ଦୁଃଖଦ ସମୟରେ ତାଙ୍କ ପରିବାର ଏବଂ ସମର୍ଥକଙ୍କୁ ମୋର ସମବେଦନା। ତାଙ୍କ ଆତ୍ମାକୁ ଶାନ୍ତି ମିଳୁ’।

ଓମାନ ଚାଣ୍ଡି କେରଳ ପରଲୋକ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ଶୋକ
Share. Facebook Twitter LinkedIn Email WhatsApp Copy Link

Related Posts

“ହୁମାୟୁନ୍ କବୀରଙ୍କ ସହିତ ବିଜେପି ର ୧ ହଜାର କୋଟିର ଡିଲ୍”: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 9, 2026

୧୫,୦୦୦ ଟନ୍ ଏଲପିଜି ନେଇ ମୁମ୍ବାଇରେ ପହଞ୍ଚିଲା ଭାରତୀୟ ଜାହାଜ “ଗ୍ରୀନ୍ ଆଶା”

April 9, 2026

IPL 2026: କାହା ପାଖରେ ଅରେଞ୍ଜ ଏବଂ ପର୍ପଲ କ୍ୟାପ୍?

April 9, 2026

ହରମୁଜ୍ ପ୍ରଣାଳୀ ଖୋଲା ଅଛି, କିନ୍ତୁ ଏବେ ବି ଟଳିନି ବିପଦ: ଜାହାଜ ପଥ ପରିବର୍ତ୍ତନ କଲା ଇରାନ୍

April 9, 2026
Latest News

“ହୁମାୟୁନ୍ କବୀରଙ୍କ ସହିତ ବିଜେପି ର ୧ ହଜାର କୋଟିର ଡିଲ୍”: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 9, 2026

୧୫,୦୦୦ ଟନ୍ ଏଲପିଜି ନେଇ ମୁମ୍ବାଇରେ ପହଞ୍ଚିଲା ଭାରତୀୟ ଜାହାଜ “ଗ୍ରୀନ୍ ଆଶା”

April 9, 2026

IPL 2026: କାହା ପାଖରେ ଅରେଞ୍ଜ ଏବଂ ପର୍ପଲ କ୍ୟାପ୍?

April 9, 2026

ହରମୁଜ୍ ପ୍ରଣାଳୀ ଖୋଲା ଅଛି, କିନ୍ତୁ ଏବେ ବି ଟଳିନି ବିପଦ: ଜାହାଜ ପଥ ପରିବର୍ତ୍ତନ କଲା ଇରାନ୍

April 9, 2026

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା: ଲେବାନନ ଉପରେ ଭୟଙ୍କର ଆକ୍ରମଣ

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.