Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ବୀମା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

Breaking News: ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ବୀମା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

July 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Breaking News: ସାମ୍ବାଦିକଙ୍କ ପାଇଁ ଖୁସି ଖବର, ସ୍ବାସ୍ଥ୍ୟ ବୀମା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ।

ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Latest News

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.