Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୫ ଦିନ ଯାଏଁ ପ୍ରବଳ ବର୍ଷା
ଆଜିର ଖବର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୫ ଦିନ ଯାଏଁ ପ୍ରବଳ ବର୍ଷା

July 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଶେଷରେ ପାଣିପାଗ ବିଭାଗ ଯାହା ଆକଳନ କରିଥିଲା ତାହା ସତ ହେଲା। ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି। ତେବେ ଏହାର ସ୍ଥିତି ନେଇ ପାଣିପାଗ ବିଭାଗ ତରଫରୁ କିଛି ଅବଗତ କରାଯାଇ ନାହିଁ।

ପୂର୍ବରୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଥିଲା। ଏହି ଘୁର୍ଣ୍ଣିବଳୟ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳରେ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ସକ୍ରିୟ ପ୍ରଭାବ ରହିଥିଲା। ଯାହା ପରବର୍ତ୍ତି ସମୟରେ ଲଘୁଚାପ ଭାବେ ପରିବର୍ତ୍ତିତ ହୋଇଛି।

ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାମଲକାନିଗିରି, ଗଂଜାମ, ଗଜପତି ସମେତ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବାନା ରହିଛି। ତା ସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ରାୟଗଡ଼ା, ବୌଦ୍ଧ, ସୋନପୁର ଆଦି ୧୩ ଜିଲ୍ଲାକୁ ବର୍ଷା ପାଇଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ରହିଛି।

ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026

ବାରାଣସୀ ଠାରେ ଆୟୋଜିତ ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ପ୍ରଭାତୀ ପରିଡା

August 24, 2026

ଦେଶବ୍ୟାପୀ ଏଆଇ ଏବଂ କ୍ଲାଉଡ୍ ତାଲିମ ଅଭିଯାନ ଆରମ୍ଭ

August 24, 2026

ରାଜରାସ୍ତାରେ ନ୍ୟାୟ ମାଗୁଛି ଶିକ୍ଷକ ସମାଜ, ନିରବଦ୍ରଷ୍ଟା ସାଜିଛି ସରକାର: ସମନ୍ୱୟ ସମିତି

August 24, 2026
Latest News

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026

କାହାକୁ ଅଧିକ କାମୁଡ଼େ ମଶା? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ

August 24, 2026

ବାରାଣସୀ ଠାରେ ଆୟୋଜିତ ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ପ୍ରଭାତୀ ପରିଡା

August 24, 2026

ଦେଶବ୍ୟାପୀ ଏଆଇ ଏବଂ କ୍ଲାଉଡ୍ ତାଲିମ ଅଭିଯାନ ଆରମ୍ଭ

August 24, 2026

ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.