Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାକୁ ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଘନ ଘନ ଗସ୍ତ, ପୁଣି ହେଲା ବୈଠକ
ଆଜିର ଖବର

ଚିଲିକାକୁ ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଘନ ଘନ ଗସ୍ତ, ପୁଣି ହେଲା ବୈଠକ

July 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକାକୁ ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଘନ ଘନ ଗସ୍ତ, ପୁଣି ହେଲା ବୈଠକ

ଚିଲିକା: ବର୍ତ୍ତମାନ ଚିଲିକା ନିର୍ବାଚନ ମଣ୍ଡଳୀର ବିଜେଡି ରାଜନୀତି ବେଶ ସକ୍ରିୟ ହୋଇପଡିଛି। ପୁଣି ଥରେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଚିଲିକା ଗସ୍ତ କରିଛନ୍ତି। ସେ ନାଚୁଣୀଠାରେ ଚିଲିକା ବ୍ଲକର ଜିଲ୍ଲା ପରିଷଦ ଜୋନ  ୪, ୫, ୬ ର କର୍ମକର୍ତ୍ତାମାନଙ୍କର ଏକ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଚିଲିକାରେ କିପରି ଦଳକୁ ସୁୃଦୃଢ କରାଯିବ ସେ ନେଇ ସେ ଉଦବୋଧନ ଦେଇଛନ୍ତି।

ଏହି ବୈଠକରେ ଖୋର୍ଦ୍ଧା ଜିଲ୍ଲା ବିଜେଡି ସଭାପତି ବିଭୂତି ଭୂଷଣ ବଳବନ୍ତରାୟ, ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ଼ ଅଧକ୍ଷ୍ୟ ରାଜେନ୍ଦ୍ର ସାହୁ, ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟବେକ୍ଷକ ରବୀନ୍ଦ୍ର ଜେନା, ଚିଲିକା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ରାଜା ଚକ୍ର, ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ର ନାଥ ମାନସିଂହ ଏବଂ ଚିଲିକା ବ୍ଲକ ର ସମସ୍ତ ବିଜେଡି ନେତା, କର୍ମୀ, ଛାତ୍ର, ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ମେମ୍ବର, ବିଧାୟକ ପ୍ରତିନିଧି, ଏମପି ପ୍ରତିନିଧି, ସଭାପତି ଆଦି ବହୁ ସଂଖ୍ୟାରେ ଯୋଗ ଦେଇଥିଲେ।

ପୂର୍ବରୁ ପ୍ରଣବ ପ୍ରକାଶ ନାଚୁଣୀ ଆସି ସମସ୍ତଙ୍କ ସହିତ ଆଲୋଚନା କରିଥିଲେ। ତେବେ ସେତେବେଳେ ସେ ଅଳ୍ପ ସମୟ କର୍ମିଙ୍କ ସହ ରହି ଆଲୋଚନା କରିଥିଲେ। ହେଲେ ଆଜି ସେ ସବୁ ନେତାଙ୍କ ଗହଣରେ ଦଳର ସଂଗଠନ ପାଇଁ ବିସ୍ତୁତ ଭାବେ ଆଲୋଚନା କରିଥିଲେ। ହେଲେ ଏହି ବୈଠକରେ ପୂର୍ବତନ ବିଧାୟକ ରଘୁନାଥ ସାହୁ ଏବଂ ବିଧାୟକଙ୍କ ପତ୍ନୀ ସ୍ବାଗତିକା ଜଗଦ୍ଦେବଙ୍କୁ ଦେଖିବାକୁ ମିଳି ନ ଥିଲା।

ଚିଲିକା ପ୍ରଣବ ପ୍ରକାଶ ଦାସ ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026

କିଏ ହେବ କେରଳର ମୁଖ୍ୟମନ୍ତ୍ରୀ ? ନିର୍ବାଚନ ଫଳାଫଳ ଘୋଷଣା ହେବାର ୧୦ ଦିନ ପରେ ବି ଚୟନ ହୋଇପାରୁନି

May 13, 2026

CBI ନିର୍ଦ୍ଦେଶକ ପ୍ରବୀଣ ସୁଦଙ୍କ କାର୍ଯ୍ୟକାଳ ବୃଦ୍ଧି

May 13, 2026
Latest News

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026

କିଏ ହେବ କେରଳର ମୁଖ୍ୟମନ୍ତ୍ରୀ ? ନିର୍ବାଚନ ଫଳାଫଳ ଘୋଷଣା ହେବାର ୧୦ ଦିନ ପରେ ବି ଚୟନ ହୋଇପାରୁନି

May 13, 2026

CBI ନିର୍ଦ୍ଦେଶକ ପ୍ରବୀଣ ସୁଦଙ୍କ କାର୍ଯ୍ୟକାଳ ବୃଦ୍ଧି

May 13, 2026

ଅମୁଲ ପରେ ମଦର ଡେରୀ ମଧ୍ୟ କ୍ଷୀରର ମୂଲ୍ୟରେ ବୃଦ୍ଧି କଲା

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.