Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତେଲେଙ୍ଗାନା ଉପ ନିର୍ବାଚନରେ ଟିଆର୍‌ଏସ୍‌ ବିଜୟୀ
ଆଜିର ଖବର

ତେଲେଙ୍ଗାନା ଉପ ନିର୍ବାଚନରେ ଟିଆର୍‌ଏସ୍‌ ବିଜୟୀ

June 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ତେଲେଙ୍ଗାନାରେ ଶାସକ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆରଏସ୍‌) ତିନୋଟି ଉପ ନିର୍ବାଚନରେ ବିଜୟୀ ହୋଇଛି। ସୋମବାର ତିନି ଆସନର ନିର୍ବାଚନ ଫଳାଫଳ ପ୍ରକାଶ ପାଇଥିବା ବେଳେ ତିନି ଆସନରେ ଟିଆରଏସ୍‌ ବିଜୟୀ ହୋଇଛି। ନାଲଗୋଣ୍ଡା, ଓ୍ବାରାଙ୍ଗଲ ଏବଂ ରଙ୍ଗା ରେଡ୍ଡୀରେ ଟିଆରଏସ୍‌ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ନାଲଗୋଣ୍ଡାରୁ ଟେରା ଚିନ୍ନାପା ରେଡ୍ଡୀ, ଓ୍ବାରାଙ୍ଗଲରୁ ପୋଚମ ପଲ୍ଳୀ ଶ୍ରୀନିବାସ ରେଡ୍ଡୀ ଏବଂ ରଙ୍ଗାରେଡ୍ହୀରୁ ପି ମହେନ୍ଦ୍ର ରେଡ୍ହୀ ବିଜୟୀ ହୋଇଛନ୍ତି। ଲୋକସଭା ନିର୍ବାଚନର ଫଳାଫଳ ପରେ ଏହା ଟିଆରଏସ୍‌ ପାଇଁ ଖୁସି ଖବର। ଲୋକ ସଭାରେ ଟିଆରଏସ୍‌ ୧୩-୧୪ ଆସନରେ ବିଜୟୀ ହେବ ବୋଲି ଆଶା କରାଯାଉଥିଲେ ମଧ୍ୟ ଦଳ ମାତ୍ର ୯ଟି ଆସନରେ ବିଜୟୀ ହୋଇଥିଲା। ଉପ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଶୁଭେଚ୍ଛା ଜଣାଇଛନ୍ତି।

bypoll telengana thesamikhsya trs won
Share. Facebook Twitter LinkedIn Email WhatsApp Copy Link

Related Posts

ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ବ ସ୍ବପରାୟଣତା ଦିବସ ପାଳନ ଓ ଦିବ୍ୟାଙ୍ଗ ଉପଯୋଗୀ ଉପକରଣ ବଣ୍ଟନ

April 2, 2026

ଆଜି କିଏ ଜିତିବ, କୋଲକାତା ଏବଂ ହାଇଦ୍ରାବାଦ ମଧ୍ୟରେ କାହାର ପଲ୍ଲା ଭାରି?

April 2, 2026

ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ

April 2, 2026

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026
Latest News

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ବ ସ୍ବପରାୟଣତା ଦିବସ ପାଳନ ଓ ଦିବ୍ୟାଙ୍ଗ ଉପଯୋଗୀ ଉପକରଣ ବଣ୍ଟନ

April 2, 2026

ଆଜି କିଏ ଜିତିବ, କୋଲକାତା ଏବଂ ହାଇଦ୍ରାବାଦ ମଧ୍ୟରେ କାହାର ପଲ୍ଲା ଭାରି?

April 2, 2026

ଆମେରିକା ସହିତ ଯୁଦ୍ଧ ମଧ୍ୟରେ ଭାରତକୁ ଶକ୍ତିଶାଳୀ ବାର୍ତ୍ତା ପଠାଇଲା ଇରାନ: ଜାଣନ୍ତୁ….

April 2, 2026

ରାଜ୍ୟସଭାର ଏହି ପଦବୀରୁ ହଟିବେ ରାଘବ ଚଢା: ବଡ଼ ପଦକ୍ଷେପ ନେଲା ‘ଆପ’

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.