Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶରଦ ପାୱାରଙ୍କୁ ବଡ ଝଟକା, ଅଜିତ ପାୱାରଙ୍କୁ ସମର୍ଥନ କରିବେ ନାଗାଲାଣ୍ଡର ସମସ୍ତ ୭ ଏନସିପି ବିଧାୟକ
ଆଜିର ଖବର

ଶରଦ ପାୱାରଙ୍କୁ ବଡ ଝଟକା, ଅଜିତ ପାୱାରଙ୍କୁ ସମର୍ଥନ କରିବେ ନାଗାଲାଣ୍ଡର ସମସ୍ତ ୭ ଏନସିପି ବିଧାୟକ

July 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶରଦ ପାୱାର
ଶରଦ ପାୱାରଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ, ପୁଣେ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଆଉ ଏକ ବଡ ଝଟକା ଲାଗିଥିବା ଜଣାପଡିଛି। ବାସ୍ତବରେ, ନାଗାଲାଣ୍ଡରେ ଦଳର ସମସ୍ତ ୭ ଜଣ ବିଧାୟକ ଅଜିତ ପାୱାରଙ୍କୁ ସମର୍ଥନ କରିବାକୁ ପ୍ରସ୍ତୁତ ଅଛନ୍ତି। ଏହି ସମସ୍ତ ୭ ଜଣ ବିଧାୟକ ଗୁରୁବାର ଦିନ କହିଛନ୍ତି ଯେ, ନାଗାଲାଣ୍ଡର ଦଳର କର୍ମୀମାନେ ଚାହୁଁଛନ୍ତି ଯେ ସେମାନେ ଅଜିତ ପାୱାରଙ୍କୁ ସମର୍ଥନ କରନ୍ତୁ।

ପ୍ରକାଶ ଯେ, ଜୁଲାଇ ଆରମ୍ଭରେ ଅଜିତ ପାୱାର ଦଳର ଆଠ ଜଣ ବିଧାୟକଙ୍କ ସହ ମହାରାଷ୍ଟ୍ରରେ ବିଜେପି ଏବଂ ଶିବସେନା ମିଳିତ ମେଣ୍ଟରେ ଯୋଗଦେବାକୁ ଘୋଷଣା କରିଥିଲେ। ଅଜିତ ପାୱାରଙ୍କ ଏହି ନିଷ୍ପତ୍ତି ପରେ ଏନସିପି ଦୁଇଟି ଶିବିରରେ ବିଭକ୍ତ ହୋଇଥିଲା। ଗୋଟିଏ ଶିବିର ହେଉଛି ଏନସିପି ପ୍ରତିଷ୍ଠାତା ଶରଦ ପାୱାରଙ୍କ ସହ ଏବଂ ଅନ୍ୟଟି ଅଜିତ ପାୱାରଙ୍କୁ ସମର୍ଥନ କରୁଛି।

ଅଜିତ ପାୱାର ଏନସିପି ନାଗାଲାଣ୍ଡ ବଡ ଝଟକା ଶରଦ ପାୱାର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ପାକିସ୍ତାନକୁ କ୍ଲିନ ସ୍ଵିପ୍ କଲା ଇଂଲଣ୍ଡ: ୩-୦ ରେ ଜିତିଲା ଟେଷ୍ଟ ସିରିଜ୍

September 12, 2026

ଭାରତ ପାଇଁ ବଡ଼ କୂଟନୈତିକ ବିଜୟ: ବ୍ରିକ୍ସ ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା

September 12, 2026

‘ଔରଙ୍ଗଜେବଙ୍କ ଭଳି ମାନସିକତା’: ଅଖିଳେଶ ଯାଦବଙ୍କ ଉପରେ ସଙ୍ଗୀତ ସୋମଙ୍କ କଡ଼ା ଆକ୍ରମଣ

September 12, 2026
Latest News

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ପାକିସ୍ତାନକୁ କ୍ଲିନ ସ୍ଵିପ୍ କଲା ଇଂଲଣ୍ଡ: ୩-୦ ରେ ଜିତିଲା ଟେଷ୍ଟ ସିରିଜ୍

September 12, 2026

ଭାରତ ପାଇଁ ବଡ଼ କୂଟନୈତିକ ବିଜୟ: ବ୍ରିକ୍ସ ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା

September 12, 2026

‘ଔରଙ୍ଗଜେବଙ୍କ ଭଳି ମାନସିକତା’: ଅଖିଳେଶ ଯାଦବଙ୍କ ଉପରେ ସଙ୍ଗୀତ ସୋମଙ୍କ କଡ଼ା ଆକ୍ରମଣ

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.