Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସଟିଏଫ କୁ ବଡ ସଫଳତା: ଚଢ଼ାଉ ବେଳେ ଜବତ କଲା ବିପୁଳ ପରିମାଣର ବାଘ ଓ ହରିଣ ଛାଲ
ଆଜିର ଖବର

ଏସଟିଏଫ କୁ ବଡ ସଫଳତା: ଚଢ଼ାଉ ବେଳେ ଜବତ କଲା ବିପୁଳ ପରିମାଣର ବାଘ ଓ ହରିଣ ଛାଲ

July 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଏକ ବିଶେଷ ସୂତ୍ରରୁ ଖବର ପାଇ ଏସଟିଏଫ କଳାହାଣ୍ଡି ଜିଲ୍ଲା ଏମ. ରାମପୁର-ନରଲା ରାଜ୍ୟ ରାଜପଥରେ ଚଢ଼ାଉ କରି ଜଣେ ବନ୍ୟଜନ୍ତୁ ଶିକାରୀଙ୍କୁ ଗିରଫ କରିଛି। ଶିକାରୀ ଜଣକ ହେଉଛନ୍ତି ଏମ. ରାମପୁର ଥାନା ଅଞ୍ଚଳର ଖଗେଶ୍ୱର ପୁଟେଲ (୫୬)। ତାଙ୍କ ନିକଟରୁ ତିନି ଗୋଟି ଚିତ୍ତା ବାଘ ଛାଲ ଓ ତିନି ଗୋଟି ହରିଣ ଛାଲ ଜବତ କରିଛି ଏସଟିଏଫ।

ଅଭିଯୁକ୍ତଜଣଙ୍କ ବେଆଇନ ବନ୍ୟଜନ୍ତୁ ଛାଲ କାରବାର କରୁଥିବାର ଖବର ପାଇ ଗତକାଲି ସନ୍ଧ୍ୟାରେ ଏସଟିଏଫ ସମ୍ପୃକ୍ତ ସ୍ଥାନରେ ଚଢ଼ାଉ କରିଥିଲା। ଅଭିଯୁକ୍ତଙ୍କ ବିରୁଦ୍ଧରେ ଏସଟିଏଫ କେସ ନମ୍ବର ୧୪/୨୩ ରେ ମାମଲା ରୁଜୁ କରି ଅଭିଯୁକଙ୍କୁ କୋର୍ଟଚାଲାଣ କରିଛି।

ଅପରପକ୍ଷେ ଜବତ ଛାଲଗୁଡ଼ିକୁ ଅଧିକ ପରୀକ୍ଷଣ ନିମନ୍ତେ ଦେହେରାଦୁନ ସ୍ଥିତ ଭାରତୀୟ ବନ୍ୟପ୍ରାଣୀ ଅନୁଷ୍ଠାନକୁ ପଠାଯିବ ବୋଲି ଏସଟିଏଫ କହିଛି।

ଏସଟିଏଫ କଳାହାଣ୍ଡି ଜିଲ୍ଲା ବାଘ ଛାଲ
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026
Latest News

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.